Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଶେରଗଡ଼ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |

10-Sep-2026

ଶେରଗଡ଼ ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ: ସୁପ୍ରଭା ପ୍ରଥମ, ଅମ୍ରିତା ଦ୍ୱିତୀୟ ଓ ଶ୍ରାବଣୀ ତୃତୀୟ।

 ଓଡିଶା ଜନ ମତ,ଶେରଗଡ଼ ,୧୦/୦୯/୨୦୨୬,

କୃଷ୍ ଚନ୍ଦ୍ ସାମାନ୍ତରା :-----

 ଶେରଗଡ଼ ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର ସ୍ଥାନୀୟ ପିଏମ୍ ଶ୍ରୀ ନଥେଶ୍ୱର ଉଚ୍ଚବିଦ୍ୟାଳୟ, ଧନନ୍ତର ଠାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।
ଶେରଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ (BEO) ଲକ୍ଷ୍ମୀନାରାୟଣ ପଣ୍ଡାଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନଶିକ୍ଷକ ରମାକାନ୍ତ ମହାନ୍ତି ସୁଚାରୁ ରୂପେ ପରିଚାଳନା କରିଥିଲେ।
ଏହି ସେମିନାରରେ ଶେରଗଡ଼ ବ୍ଲକର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମୋଟ ୩୨ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରି ନିଜ ନିଜର ବିଜ୍ଞାନ ଭିତ୍ତିକ ବକ୍ତବ୍ୟ ଓ ପ୍ରତିଭା ପ୍ରଦର୍ଶନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ (OES-II) ଶ୍ରୀ ପ୍ରତ୍ୟୁଷ କୁମାର ଦାସ ଏବଂ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ କୈଳାଶ ଚନ୍ଦ୍ର ସାହୁ ବିଚାରକ ମଣ୍ଡଳୀ ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ଚୟନ କରିଥିଲେ।
ପ୍ରଥମ ସ୍ଥାନ ନରେନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସୁପ୍ରଭା ବିଶୋୟୀ 
ଦ୍ୱିତୀୟ ସ୍ଥାନ ଶେରଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟର ଅମ୍ରିତା ପାତ୍ର ।
ତୃତୀୟ ସ୍ଥାନ ଲାଞ୍ଜିଆପଲ୍ଲୀ ଉଚ୍ଚ ବିଦ୍ୟାଳୟର ଶ୍ରାବଣୀ ପାତ୍ର ।
ଧନନ୍ତର ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶିବରାମ ନାହାକ ଓ ରାଜେଶ କୁମାର ଜେନା କାର୍ଯ୍ୟକ୍ରମଟିକୁ କୁଶଳତାର ସହ ସଂଯୋଜନା କରିଥିଲେ। ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶିଶିର କୁମାର ପ୍ରଧାନ ସମସ୍ତ ଅଭ୍ୟାଗତ, ବିଚାରକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। 

News Comment

You Might Also Like

BACK TO TOP