Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ସ୍ୱାମୀ ହତ୍ୟା ମାମଲାରେ ପତ୍ନୀ ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ |

11-Sep-2026

ସ୍ୱାମୀକୁ ହତ୍ୟା ମାମଲାରେ ପତ୍ନୀ କୁ ଆଜୀବନ କାରାଦଣ୍ଡ  ||

ଓଡିଶା ଜନମତ, ଯାଜପୁର, ଜ୍ୟୋତି ରଞ୍ଜନ ପଟ୍ଟନାୟକ :---

ଯାଜପୁର ଜିଲ୍ଲାର ବହୁଚର୍ଚ୍ଚିତ ଅଟଳ କୁଅଁର ଓରଫ ସୁବାସଙ୍କ ହତ୍ୟା ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇ ପତ୍ନୀ କୁ ହୋଇଛି ଆଜୀବନ କାରାଦଣ୍ଡ । ସୁବାସଙ୍କୁ ହତ୍ୟା କରିଥିବା ପତ୍ନୀ ମମତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିବା ବେଳେ ମାମଲାର ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଉପଯୁକ୍ତ ସାକ୍ଷୀ, ପ୍ରମାଣ ଅଭାବରୁ  ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟ ଖଲାସ କରିଛନ୍ତି। ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ପ୍ରଗତିବିହାର କଲୋନୀର ଏକ ଘରେ ଭଡ଼ା ନେଇ ସୁବାସ ସପରିବାର ରହୁଥିଲେ। ତେବେ ପତ୍ନୀ ମମତାଙ୍କ ସହ ଅନ୍ୟ ଏକ ଯୁବକ ଅଜୟଙ୍କ ସହ ପ୍ରେମ ସମ୍ପର୍କ ଗଢ଼ିଉଠିବାରୁ ଏହାକୁ ନେଇ ସୁବାସ ଓ ମମତାଙ୍କ ମଧ୍ୟରେଝଡ଼ ସୃଷ୍ଟି ହୋଇଥିଲା । ଅନୈତିକ ପ୍ରେମ ରାସ୍ତାରେ ପତି ସୁବାସ କଣ୍ଟା ସାଜିବାରୁ ପତ୍ନୀ ମମତା ତାଙ୍କୁ ସବୁଦିନ ପାଇଁ ହଟାଇବାକୁ ଏକ ଯୋଜନା କରିଥିଲେ। ମୁଖ୍ୟ ଅଭିଯୁକ୍ତ ପତ୍ନୀ ମମତା ଏବଂ ୨ ଜଣ ସହଯୋଗୀ ସହିତ ମିଶି ସ୍ୱାମୀ ଅଟଳଙ୍କୁ ଶୋଇଥିବା ସମୟରେ ତକିଆ ଓ ମୋବାଇଲ ଚାର୍ଜର କର୍ଡ ସାହାଯ୍ୟରେ ଗଳାଚାପି ହତ୍ୟା କରିଥିଲେ । ଏ ନେଇ ମୃତକଙ୍କ ଭାଇ  ରଞ୍ଜନ କୁମାର କୁଅଁର ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଅଭିଯୋଗକୁ ଭିତ୍ତି କରି ଅଭିଯୁକ୍ତ ପତ୍ନୀ ମମତାଙ୍କ ସହ ଅନ୍ୟ ସହଯୋଗୀ ଅଜୟ ସାମଲ, କୃଷ୍ଣ ସେଠୀଙ୍କୁ  ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ । ସ୍ୱାମୀ ସୁବାସଙ୍କ ହତ୍ୟା ପରେ ଏହି ଘଟଣାରେ ଅନ୍ୟତମ ଅଭିଯୁକ୍ତ ତଥା ପ୍ରେମିକ ଅଜୟ ସାମଲଙ୍କୁ ବିବାହ କରି ଯାଜପୁର ଟାଉନରେ ରହୁଥିଲେ। କୋର୍ଟ ରାୟ ପ୍ରକାଶ ପରେ ସ୍ବର୍ଗତ ସୁବାସ ଙ୍କ ପରିବାର ପକ୍ଷରୁ ଧର୍ମର ଜୟ ହେଲା ବୋଲି କହିଛନ୍ତି l

News Comment

You Might Also Like

BACK TO TOP