Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଗାଁକୁ ନିଶା ମୁକ୍ତ ପାଇଁ ମହିଳା ଙ୍କ ଥାନାର ଦ୍ୱାରସ୍ତ ହେଲେ, ବନ୍ଦ ପାଇଁ ଥାନା ଅଧିକାରିଣୀ ପ୍ରତିଶୃତି ଦେଲେ |

11-Sep-2026

ଗାଁକୁ ମଦ ମୁକ୍ତ କରିବା ପାଇଁ ଥାନାର ଦ୍ୱାରସ୍ଥ ହେଲେ ମହିଳା, ଥାନା ଅଧିକାରିଣୀ ଦେଲେ ପ୍ରତିଶୃତି  |

ଓଡିଶା ଜନ ମତ ବ୍ୟୁରୋ,

କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ଦେଉଳପଡ଼ା ପଞ୍ଚାୟତ ବାଙ୍କୀଛନ୍ଦା ଗ୍ରାମରେ ଦୀର୍ଘବର୍ଷ ଧରି ବେଆଇନ ମଦ ବ୍ୟବସାୟୀମାନେ ଦେଶୀ ବିଦେଶୀ ମଦ କାରବାର କରୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି।
ଏହି ଗ୍ରାମର ଦୁଇ ମଦ ବେପାରୀ ମଦ ବିକ୍ରି କରିବା ପରେ ପୁରୁଷମାନେ ଦିନ ରାତି ମଦପାନ କରି ପରିବାର ମଧ୍ୟରେ ବିବାଦ ସୃଷ୍ଟି କରୁଥିବା ମହିଳାମାନେ କହିଛନ୍ତି। ଏ ନେଇ ଗୁରୁବାର ୬୦ରୁ ଅଧିକ ମହିଳା ମହାକାଳପଡ଼ା ଥାନାରେ ପହଞ୍ଚି ନ୍ୟାୟ ପାଇବା ଆଶାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ମହିଳାମାନେ ପହଞ୍ଚିବା ପୂର୍ବରୁ ଆମ ଗ୍ରାମକୁ ନିଶାମୁକ୍ତ କର ନଚେତ୍‌ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଥିଲେ। ମହିଳାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାରକୁ ନେଇ ନବନିଯୁକ୍ତ ଥାନାଧିକାରିଣୀ ବନ୍ଦନା ପାତ୍ର ଖୁବ୍‌ଶୀଘ୍ର ବେଆଇନ ମଦ ବ୍ୟବସାୟୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ମହିଳାମାନେ ଆଶ୍ୱସ୍ତି ଲାଭ କରି ଘରକୁ ଫେରିଥିବା କୁହାଯାଉଛି।
ଏ ସଂକ୍ରାନ୍ତରେ ଥାନାଧିକାରିଣୀ ବନ୍ଦନା ପାତ୍ରଙ୍କ ମତାମତ ନେବାରୁ ଖୁବ୍‌ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।

News Comment

You Might Also Like

BACK TO TOP