Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ସମ୍ମାନିତ ହେଲେ କ୍ୟାଡର ପିପି, ସ୍ପେଶାଲ ପିପି, ଓ ଥାନା ଅଧିକାରୀ |

11-Sep-2026

ସମ୍ମାନୀତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ | 

ଓଡ଼ିଶା ଜନମତ,ଛତ୍ରପୁର,ତା.୧୦ / ୯,

କେ.ସତ୍ୟନାରାୟଣ ରେଡ୍ଡୀ:-----
ବଢୁଥିବା ଅପରାଧକୁ କମ କରାଯାଇ କିପରି ସମାଜରେ ଶାନ୍ତି ପ୍ରତିଷ୍ଠା କରାଯାଇପାରିବ, ସେ କଥାକୁ ନଜରରେ ରଖି ଆଜି ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମିନାଙ୍କ ସଭାପତିତ୍ୱରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକାରୀ କାର୍ଯ୍ୟାଳୟ ରେ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ତଥା ସରକାରୀ ଓକିଲମାନଙ୍କର ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅବକାରୀ ବିଭାଗ ଆରକ୍ଷୀ ଅଧିକ୍ଷକ ପ୍ରଦୀପ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିରଞ୍ଚି ବାଗ, ଆର. ଉଦୟଗିରି ଏସ୍ଡିପିଓ ଆଇପିଏସ ରାକେଶ କୁମାର ସାହୁ, ଗଜପତି ଜିଲ୍ଲା ନ୍ୟାୟାଳୟର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ତଥା ଅଭିଯୋଜନ ବିଭାଗର ସହ-ନିର୍ଦ୍ଦେଶକ ଡ଼ି.ଅନୁପରାଜ ଆଚାରି ପ୍ରମୁଖ ଉପସ୍ଥିତ ଥିଲେ।
ପାଖାପାଖି ଦୁଇ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ  ମୁଖ୍ୟତଃ ମାମଲାର ତଥ୍ୟାବଳୀ କିପରି ପ୍ରସ୍ତୁତ କରାଯିବ ଏବଂ ତଦନ୍ତ ପ୍ରକ୍ରିୟାରେ ଥିବା ତ୍ରୁଟି-ବିଚ୍ୟୁତିକୁ କିପରି ସୁଧରାଯିବ, ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହା ସହିତ ପୋଲିସ ଜନସାଧାରଣଙ୍କ ନିକଟତର ହୋଇ କିପରି ତ୍ୱରିତ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରାଯାଇପାରିବ, ସେ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା। 
  ଏତଦବ୍ୟତୀତ ଏହି ବୈଠକରେ ବିଭିନ୍ନ ସଙ୍ଗିନ ମାମଲାରେ ପୋଲିସ ତଥା ଅଭିଯୋଜକମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇ କିପରି ଦଣ୍ଡ ହାର ବୃଦ୍ଧି କରାଯାଇପାରିବ ସେ ନେଇ ବିଶେଷ ଭାବେ ଆଲୋଚନା କରାଯାଇଥିଲା। ସର୍ବଶେଷରେ ବିଭିନ୍ନ ନ୍ୟାୟାଳୟରେ ମାମଲା ପରିଚାଳନା କରି ଅପରାଧୀଙ୍କ ବିରୁଦ୍ଧରେ କଠୋର ଦଣ୍ଡବିଧାନ କରାଇଥିବା ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର, ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ଏମ. ପୃଥ୍ବୀରାଜ ଓ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ସରୋଜ କୁମାର ରଥ ତଥା ବିଭିନ୍ନ ଥାନା ଅଧିକାରୀଙ୍କୁ ଶ୍ରୀ ମୀନା ମାନପତ୍ର ଦେଇ ସମ୍ମାନୀତ କରି ଭବିଷ୍ୟତରେ ଏଭଳି ଆହୁରି ଉତ୍ତମ କାର୍ଯ୍ୟ କରି ଜନସାଧାରଣଙ୍କ ଆସ୍ଥାଭାଜନ ହେବା ନିମନ୍ତେ ଆହ୍ୱାନ ଦେଇ ବୈଠକ ଶେଷ କରିଥିଲେ ।।

News Comment

You Might Also Like

BACK TO TOP