Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ବେଗୁନିଆପଡା ବ୍ଲକ ଠାରେ ଓଡ଼ିଆ ଚଳଚିତ୍ର "ଦଣ୍ଡକାଳୀ ` ର ପ୍ରମୋସନ, ଅଭିନେତା, ଅଭିନେତ୍ରୀ ଙ୍କ ଯୋଗ ଦାନ |

12-Sep-2026

ବେଗୁନିଆପଡା ଠାରେ ଓଡ଼ିଆ ଚଳଚିତ୍ର `ଦଣ୍ଡକାଳୀ` ର ପ୍ରମୋସନ l 
ଚଳଚିତ୍ର ଅଭିନେତା ଓ ଅଭିନେତ୍ରୀଙ୍କ ସମେତ ଅନ୍ୟାନ୍ୟ କଳାକାର ଯୋଗଦେଲେ l

ଓଡିଶା ଜନମତ,ବେଗୁନିଆପଡା : 12/09/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମର ପାରମ୍ପରିକ ମା` ଦଣ୍ଡକାଳୀଙ୍କ ଦଣ୍ଡଯାତ୍ରାକୁ ନେଇ ନିର୍ମିତ ଓଡ଼ିଆ ଫିଲ୍ମ `ଦଣ୍ଡକାଳୀ`  ରିଲିଜ୍ ପରେ ଆଜି ବେଗୁନିଆପଡା ସ୍ଥିତ ଲକ୍ଷ୍ମୀ ଟକିଜ ପରିସରରେ ଏହାର ପ୍ରମୋସନ ହୋଇଯାଇଛି । ୧୧ ତାରିଖରେ ଫିଲ୍ମ ରିଲିଜ୍ ହେବାପରେ  ଆଜି ଏହି କାର୍ଯ୍ୟକ୍ରମରେ ଦର୍ଶକଙ୍କ ଉପସ୍ଥିତିରେ କଳାକାରଙ୍କୁ ସ୍ୱାଗତ କରିନିଆଯାଇଥିଲା। ଗଞ୍ଜାମର ପାରମ୍ପରିକ ଦଣ୍ଡଯାତ୍ରାକୁ ନେଇ ନିର୍ମିତ ଏହି ଫିଲ୍ମ ଦର୍ଶକଙ୍କ ମନରେ ଆଧ୍ୟାତ୍ମିକ ଚେତନା ସୃଷ୍ଟି କରିବ ବୋଲି କହିଛନ୍ତି ପ୍ରଯୋଜକ ରାଜଶ୍ରୀ ଘୋଷ । ରାଜେଶ୍ୱରୀ ସିନେ କ୍ରାଫ୍ଟସର କର୍ମକର୍ତ୍ତାଙ୍କ ସହ ଏହି ଚଳଚିତ୍ରକୁ  ନିର୍ଦ୍ଦେଶକ ସୁଧାଂଶୁ ସାହୁ ନିର୍ଦେଶନା ଦେଇଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ନିର୍ଦେଶନା  ଦେଇଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ପ୍ରଯୋଜକ ରାଜଶ୍ରୀ ଘୋଷ, ଅଭିନେତା ଚିତ୍ରସେନ ଘୋଷ, ଅଭିନେତ୍ରୀ ତୃପ୍ତି ମୀରାମ୍ବିକା,ଉଷସୀ ମିଶ୍ର, ପ୍ରୀତି ରଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇଥିବା ବେଳେ ହଲରେ ଦର୍ଶକଙ୍କ ସହ ଫିଲ୍ମ ଦେଖିଥିଲେ। ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ଚଳଚିତ୍ର ସୁଟିଂ ହୋଇଥିବା ବେଳେ ଏହି ଧାର୍ମିକ ପରମ୍ପରାକୁ ନେଇ ଚଳଚିତ୍ର ବେଶ ଆଦୃତ ହେବ ବୋଲି ଅଭିନେତା ଚିତ୍ରସେନ ଘୋଷ କହିଛନ୍ତି।

News Comment

You Might Also Like

BACK TO TOP