Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଆସ୍କା ବ୍ଲକ ସମିତି ବୈଠକ ରେ ସରପଞ୍ଚ ଙ୍କୁ ବିରୋଧ ପ୍ରତିବାଦ ରେ ଏସପି ଙ୍କୁ ଭେଟିଲେସରପଞ୍ଚ ସଂଘ |

12-Sep-2026

ଦୋଷୀ ଙ୍କୁ ଗିରଫ୍ କରିବା ଦାବୀ ନେଇ ପୋଲିସ ମହାନିର୍ଦ୍ଦେଶକ ଉଦ୍ଦେଶ୍ଯରେ ଗଞ୍ଜାମ ଏସପି ଙ୍କୁ ଭେଟିଲା ରାଜ୍ୟ ସରପଞ୍ଚ ମହାସଂଘ ।

ଓଡ଼ିଶା ଜନମତ, ଛତ୍ରପୁର,ତା.୧୨ / ୯ 

କେ.ସତ୍ୟନାରାୟଣ ରେଡ୍ଡୀ:----
ଆସିକା ପଞ୍ଚାୟତ ସମିତି ବୈଠକରେ ଦେଖାଦେଇଥିବା
ତୁମୁଳ ହଟ୍ଟଗୋଳ କୁ କେନ୍ଦ୍ର କରି ଦୋଷୀ ଙ୍କୁ ଗିରଫ୍ କରିବା ଦାବୀ ନେଇ ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଭେଟିଲା ରାଜ୍ୟ ସରପଞ୍ଚ ମହାସଂଘ ।
    ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଉଦ୍ଦେଶ୍ଯରେ ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲା ପୋଲିସ ମୁଖ୍ୟାଳୟ ଛତ୍ରପୁର କୁ ଆସି ରାଜ୍ୟ ସରପଞ୍ଚ ମହାସଂଘ ପକ୍ଷରୁ ଏକ ସ୍ମାରକପତ୍ର ଗଞ୍ଜାମ ଏସପି ହରିଶ୍ ବି.ସି. ଙ୍କୁ ପ୍ରଦାନ କରାଯାଇଛି ।
  ସରପଞ୍ଚ ନେତ୍ରୀ ଚାମେଲି ଓଝାଙ୍କ ନେତ୍ତୃତ୍ଵରେ ଶତାଧିକ ସରପଞ୍ଚଗଣ ଯୋଗଦେଇ ସରପଞ୍ଚ ଙ୍କ ଉପରେ ହେଉଥିବା ଆକ୍ରମଣ, ଧମକ, ଅଶାଳୀନ ମନ୍ତବ୍ୟ, ଅଶ୍ଳୀଳ ଭାଷାରେ ଗାଳିଗୁଲଜ ର ପ୍ରତିବାଦରେ ମହାସଂଘ ନ୍ୟାୟ ମାଗିଥିଲେ । ଏହାର ଉଚିତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ ହେଲେ ଅବା ଦୋଷୀ ଙ୍କୁ ଗିରଫ ନ କରାଗଲେ ଆଗମୀ ଦିନରେ ଜନଆନ୍ଦୋଳନ ହେବ ବୋଲି ସରପଞ୍ଚଗଣ ପ୍ରସାଶନ କୁ ଚେତାବନୀ ଦେଇଛନ୍ତି । 
ଆସିକା ବ୍ଳକ୍ ହରିଡାପଦର ପଞ୍ଚାୟତର ସମସ୍ୟାକୁ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ ଉପସ୍ଥାପନ ବେଳେ ସରପଞ୍ଚ ଜୟନ୍ତୀ ବେହେରାଙ୍କୁ ଦୁଃବ୍ୟବହାର, ଅପମାନଜନକ ଆଚରଣ ଏବଂ ଜାତିଆଣ ଆକ୍ଷେପ ଅଭିଯୋଗ ହୋଇଛି । ଘଟଣାକୁ ଗଞ୍ଜାମ ଜିଲ୍ଲା ସରପଞ୍ଚ ମହାସଂଘ ଗୁରୁତର ଭାବେ ନେଇ ଦୋଷୀଙ୍କ ବିରୋଧରେ ଆଇନଗତ ପଦକ୍ଷେପ ଦାବି କରିଛି । 
ଆଜି ମହାସଂଘ ପକ୍ଷରୁ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ଗଞ୍ଜାମୁ ଏସପିଙ୍କୁ ଭେଟି ଏକ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି । ଦାବିପତ୍ର ପ୍ରଦାନ ବେଳେ ଗଞ୍ଜାମ ଜିଲ୍ଲା ସରପଞ୍ଚ ସଂଘ ସଭାପତି ମନୋରଞ୍ଜନ ଗୌଡ଼, ଦକ୍ଷିଣ ଓଡ଼ିଶା ସରପଞ୍ଚ ମହାସଂଘର ଜୋନ୍ ସଭାପତି ଭବାନୀଶଙ୍କର ମଲ୍ଲିକ, ଜିଲ୍ଲା ଉପସଭାପତି ଗଗନ ବେହେରା, କେନ୍ଦ୍ରପଡ଼ା ଜିଲ୍ଲା ସରପଞ୍ଚ ସଂଘ ସଭାନେତ୍ରୀ 
ଚାମେଲି ଓଝାଙ୍କ ନେତ୍ତୃତ୍ଵରେ ସ୍ୱର ଉତ୍ତୋଳନ ହୋଇଛି । ମହିଳା ସରପଞ୍ଚଙ୍କୁ ଦୁର୍ବ୍ଯବହାର ଓ ଜାତିଆଣତା ଆକ୍ଷେପ ଅଭିଯୋଗ ଅଣାଯାଇଛି ।
ଘଟଣାର ନିରପେକ୍ଷ ତଦନ୍ତ, ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ ପଦକ୍ଷେପ, ମହିଳା ସରପଞ୍ଚଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇବା ଓ ଭବିଷ୍ୟତରେ ଏଭଳି ଘଟଣା ଯେପରି ନଘଟେ ସେଥିପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ ମହାସଂଘ ଦାବି କରିଛି । ନଚେତ ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲା ସରପଞ୍ଚ ସଂଘ ଓ ରାଜ୍ୟ ସରପଞ୍ଚ ସଂଘ ମିଳିତ ଭାବେ ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।।

News Comment

You Might Also Like

BACK TO TOP