Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ହାତୀପଲ ଉଜାଡି ଦେଲେ ସିଙ୍ଗାରି ପଞ୍ଚାୟତ ର କରଞ୍ଜା ଗାଁର କପା ଫସଲ ||

12-Sep-2026

ସିଙ୍ଗାରି ପଞ୍ଚାୟତ କରଞ୍ଜା ଗାଁରେ କପା ଫସଲ ଉଜାଡ଼ିଲେ ହାତୀପଲ

ଓଡିଶା ଜନମତ ରାୟଗଡା ,୧୨/୦୯,

କାମେଶ୍ୱର କରକରିଆ :-----

ଚାଷ ଋତୁ ଆରମ୍ଭ ହେବା ସହିତ କଲ୍ୟାଣସିଂହପୁର ବ୍ଲକରେ ପୁଣି ଦେଖାଦେଇଛି ହାତୀ ଉପଦ୍ରବ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକର ସିଙ୍ଗାରି ପଞ୍ଚାୟତ ଅନ୍ତର୍ଗତ କରଞ୍ଜା ଗାଁରେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ୧୨ଟା ସମୟରେ ଏକ ହାତୀପଲ ପଶି ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି । ହାତୀପଲ କରଞ୍ଜା ତିଡ଼ିମାସ୍କା ମଧ୍ୟ ଭାଗରେ ଥିବା ତ୍ରିନାଥ ହିକକା, ଯୋଗବନ୍ଧୁ ହିକକା ଓ ଅଭିମନ୍ୟୁ ପ୍ରେପାକା ଙ୍କ ଚାଷ ହୋଇଥିବା କପା ସହ ବିଭିନ୍ନ ଗଛଲତା ଭାଙ୍ଗି ନଷ୍ଟ କରିଥିବାରୁ ଚାଷୀଙ୍କ ମଧ୍ୟରେ ଚିନ୍ତା ବଡାଇଦେଇଛି । ସୂଚନା ଅନୁଯାୟୀ ଜଙ୍ଗଲରୁ ବାହାରି ଆସୁଥିବା ହାତୀପଲ ରାତିରେ କରଞ୍ଜା ଗାଁ ନିକଟସ୍ଥ ଚାଷଜମିରେ ପଶି ବହୁ ସମୟ ଧରି ତାଣ୍ଡବ ରଚିଥିଲେ ଫଳରେ ଚାଷୀମାନେ ବଡ଼ ଆର୍ଥିକ କ୍ଷତି ସହିଛନ୍ତି । ସ୍ୱଳ୍ପ ବର୍ଷା ସ୍ୱତେ ବହୁ କଷ୍ଟରେ ଚାଷ କାମ ଆରମ୍ଭ କରିଥିବା ବେଳେ ହିଁ ହାତୀ ଉପଦ୍ରବ ଯୋଗୁଁ ସେମାନଙ୍କର ପରିଶ୍ରମ ନଷ୍ଟ ହୋଇଯାଇଥିବା କହିଛନ୍ତି । ସ୍ଥାନୀୟ ଲୋକଙ୍କ ଅଭିଯୋଗ ହେଉଛି ପ୍ରତିବର୍ଷ ଚାଷ ସମୟରେ ହାତୀ ଉପଦ୍ରବ ଦେଖାଦେଉଥିଲେ ମଧ୍ୟ ବନ ବିଭାଗ ପକ୍ଷରୁ ସ୍ଥାୟୀ ପ୍ରତିକାର ପାଇଁ ଦୃଢ଼ ପଦକ୍ଷେପ ନିଆଯାଉନାହିଁ ଫଳରେ ଚାଷୀମାନେ ରାତିସାରା ଉଜାଗର ରହି ଫସଲ ଜଗିବାକୁ ବାଧ୍ୟ ହେଉଥିଲେ ସୁଦ୍ଧା ହାତୀପଲର ଆକ୍ରମଣ ରୋକିପାରୁ ନାହାନ୍ତି । ଏହି ଘଟଣା ପରେ କ୍ଷତିଗ୍ରସ୍ତ ଚାଷୀମାନେ ତୁରନ୍ତ କ୍ଷତିର ଆକଳନ କରି ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରିବା ସହ ହାତୀ ଉପଦ୍ରବ ରୋକିବା ପାଇଁ ସ୍ଥାୟୀ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି । ଏ ସମ୍ପର୍କରେ ଫିରେଷ୍ଟର ଭଗବାନ ସରକା ଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି କ୍ଷତିର ଆକଳନ କରାଯାଇଛି ହିତାଧିକାରୀ ଙ୍କ ନଥି ପତ୍ର ପ୍ରଦାନ ପରେ  ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ।

News Comment

You Might Also Like

BACK TO TOP