Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଗୋପାଳପୁର ମଣୀବାବା ସାହିର ଯୁବକ ମାନସିକ ହରାଇ ଯୁବକଙ୍କ ଆତ୍ମହତ୍ୟା |

13-Sep-2026

ମାନସିକ ଭାରସାମ୍ୟ ହରାଇ ଯୁବକ ର ଆତ୍ମହତ୍ୟା।

ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ :----
ଗୋପାଳପୁର ବେଳାଭୂମି ଅନ୍ତର୍ଗତ ମଣିବାବା ସାହିର ବିଶ୍ୱଜିତ ଚୌଧୁରୀ ନାମକ ଜଣେ ୨୭ ବର୍ଷୀୟ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତ ଯୁବକ ର ବାପା ରମାକାନ୍ତ ଚୌଧୁରୀ କୌଣସି କାମରେ ବାହାରକୁ ଯାଇଥିବା ବେଳେ ପଡ଼ୋଶୀ ଲୋକଙ୍କ ଫୋନ୍ ଖବର ପାଇ ଘରକୁ ଆସି ଦେଖିଲେ ଯେ ପୁଅ ଗୋଟିଏ ଲୁହା ଛଡରେ ଗାମୁଛା ବାନ୍ଧି ଝୁଲୁଛି। ତାକୁ ସେଠାରୁ ଉଦ୍ଧାର କରି ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ମୃତ ଯୁବକ ର ମାନସିକ ସ୍ଥିତି ଠିକ୍ ନଥିଲା ବୋଲି ବାପା ରମାକାନ୍ତ କହିଛନ୍ତି।

News Comment

You Might Also Like

BACK TO TOP