Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଧନୁପାଲି ସରଂକ୍ଷିତ ଜଙ୍ଗଲରେ ରନ୍ଧା ମଦ ଓ ମହୁଲ ପୋଚ ଜବତ |

13-Sep-2026

ଧାନ୍ଧୁପାଲି ସଂରକ୍ଷିତ ଜଙ୍ଗଲରେ ମହୁଲ ପୋଚ ଓ ରନ୍ଧାମଦ ଜବତ

ଓଡିଶା ଜନମତ ବରଗଡ଼ - ମନୋହର ଦାଶ
ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ ଧାନ୍ଧୁପାଲି ସଂରକ୍ଷିତ ଜଙ୍ଗଲରେ ବେଆଇନ ଦେଶୀ ମଦ ପ୍ରସ୍ତୁତି ବିରୋଧରେ ପାଇକମାଲ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ମହୁଲ ପୋଚ ଓ ରନ୍ଧାମଦ ଜବତ କରାଯାଇଛି । ଚଢ଼ାଉ ସମୟରେ ଘଟଣାସ୍ଥଳରୁ ଅଭିଯୁକ୍ତମାନେ ଫେରାର ହୋଇଯାଇଥିବାରୁ କାହାରିକୁ ଗିରଫ କରାଯାଇପାରିନାହିଁ । ପ୍ରାପ୍ତ ସୂଚନାନୁଯାୟୀ, ବରଗଡ଼ ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ପାଇକମାଲ ଅବକାରୀ ଓଆଇସି ବଳରାମ ପ୍ରଧାନଙ୍କ ନେତୃତ୍ୱରେ ଅବକାରୀ ବିଭାଗର ଏକ ଟିମ୍‌ ଧାନ୍ଧୁପାଲି ସଂରକ୍ଷିତ ଜଙ୍ଗଲରେ ଚଢ଼ାଉ କରିଥିଲା । ବିଶ୍ୱସ୍ତ ସୂତ୍ରରୁ ଜଙ୍ଗଲ ମଧ୍ୟରେ ବେଆଇନ ଭାବେ ମହୁଲ ପୋଚ ପ୍ରସ୍ତୁତ କରି ରନ୍ଧାମଦ ତିଆରି କରାଯାଉଥିବା ଖବର ପାଇ ଏହି ଚଢ଼ାଉ ହୋଇଥିଲା । ଅବକାରୀ ଟିମ୍‌କୁ ଦେଖିବା ପରେ ସେଠାରେ ଥିବା ମଦ ପ୍ରସ୍ତୁତକାରୀମାନେ ଜଙ୍ଗଲର ସୁଯୋଗ ନେଇ ଫେରାର ହୋଇଯାଇଥିଲେ । ଚଢ଼ାଉ ବେଳେ ଘଟଣାସ୍ଥଳରୁ ପ୍ରାୟ ୨୦୦ ଲିଟର ରନ୍ଧାମଦ ଜବତ କରାଯାଇଥିବା ବେଳେ ୨୦୦୦ ଲିଟର ମହୁଲ ପୋଚ ନଷ୍ଟ କରାଯାଇଛି । ଚଢାଉ ସମୟରେ ଓଆଇସି ବଳରାମ ପ୍ରଧାନଙ୍କ ସମେତ ମୁକେଶ ବିଶ୍ୱାଳ, ରାଜେଶ ସାହୁ, ଅହଲ୍ୟା ମାଝୀ ସାମିଲ ଥିଲେ । ବେଆଇନ ମଦ ପ୍ରସ୍ତୁତି ଓ ଚୋରା କାରବାର ଉପରେ ଅବକାରୀ ବିଭାଗ ପକ୍ଷରୁ ଆଗାମୀ ଦିନରେ ମଧ୍ୟ କଡ଼ା ନଜର ରଖାଯିବ

News Comment

You Might Also Like

BACK TO TOP