Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଆଇନ ମନ୍ତ୍ରୀଙ୍କ ସୂଚନା,ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ରେ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଧାଡି ଦର୍ଶନ |

13-Sep-2026

୭ରୁ ୮ ଦିନରେ ପାଇଲଟ୍ ରାମ୍ପ ପ୍ରସ୍ତୁତ, ଶ୍ରୀମନ୍ଦିର ରେ ଧାଡି ଦର୍ଶନ ନିମନ୍ତେ ||

ଓଡିଶା ଜନ ମତ ବ୍ୟୁରୋ,

ବହୁଦିନର ପ୍ରତୀକ୍ଷା ର ଅନ୍ତ ଘଟିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ଭିତରେ |  ଭକ୍ତ ଙ୍କ ନିମନ୍ତେ ଶୃଙ୍ଖଳିତଏବଂ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୭ରୁ ୮ ଦିନ ମଧ୍ୟରେ ପାଇଲଟ୍ ଫୋଲ୍‌ଡିଂ ରାମ୍ପ ନିର୍ମାଣ ଶେଷ ହେବ। ଆଇଆଇଟି ଭୁବନେଶ୍ୱରର ମଡେଲ ଅନୁଯାୟୀ ଏହି ରାମ୍ପ ପ୍ରସ୍ତୁତ ହେବ। ପରେ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ମତାମତ ନିଆଯିବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀ ରାଜ ହରିଚନ୍ଦନ ।
ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଏହି ରାମ୍ପ ଫୋଲ୍‌ଡିଂ ବ୍ୟବସ୍ଥାରେ ରହିବ । ଆବଶ୍ୟକ ସମୟରେ ପ୍ରାୟ ୫ ମିନିଟ୍‌ ମଧ୍ୟରେ ଏହାକୁ ଖୋଲାଯାଇ ପୁଣି ବନ୍ଦ କରାଯାଇପାରିବ । ପ୍ରଥମ ପାଇଲଟ୍ ରାମ୍ପ ନିର୍ମାଣ ଶେଷ ହେବା ପରେ ଶ୍ରୀମନ୍ଦିର ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରତିନିଧିମାନଙ୍କୁ ଏହା ପରିଦର୍ଶନ କରାଯିବ ।
ପରିଦର୍ଶନ ପରେ ମିଳିଥିବା ମତାମତ ଓ ନିଷ୍ପତ୍ତି ଆଧାରରେ ଆବଶ୍ୟକ ସ୍ଥଳେ ରାମ୍ପ ମଡେଲରେ ସଂଶୋଧନ କରାଯିବ । ଅନୁମତି ମିଳିଲେ ପାଇଲଟ୍ ରାମ୍ପକୁ କାର୍ୟ୍ୟକ୍ଷମ କରାଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି ।
ଆଗାମୀ ଦିନରେ ୬ ଥାକିଆ ରାମ୍ପ ପାଇଁ ମଧ୍ୟ ବ୍ୟବସ୍ଥା କରାଯିବ । ପୂର୍ଣ୍ଣ ମଡେଲ ପ୍ରସ୍ତୁତ କରିବାକୁ ପ୍ରାୟ ୩ରୁ ୪ ମାସ ସମୟ ଲାଗିବ ବୋଲି ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହା ହେଲେ ଭକ୍ତମାନଙ୍କ ଜଗନ୍ନାଥ ଦର୍ଶନ ରେ କୌଣସି ଅସୁବିଧା ହେବ ନାହିଁ  ବୋଲି ଆକଳନ କରାଯାଉଛି |

News Comment

You Might Also Like

BACK TO TOP