Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ହୁମା ଶୁଖୁଆ ହାଟକୁ ପରିଦର୍ଶନ କଲେ ଗୋକୁଳା ନନ୍ଦ ମଲ୍ଲିକ ||

13-Sep-2026

ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ଶୁଖୁଆ ହାଟକୁ ପରିଦର୍ଶନ କଲେ  ||
ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗଞ୍ଜାମ  ଗ୍ରସ୍ତରେ ଆସି ଗଞ୍ଜାମ ବ୍ଲକର ହୁମା ନିକଟ ଶୁଖୁଆ ହାଟକୁ ପରିଦର୍ଶନ କରି ତାହାର ଉନ୍ନତି ପାଇଁ କଥା ବାର୍ତ୍ତା କଲେ  || ହୁମ୍ମା ସମିତିସଭ୍ୟ ଧ୍ରୁବ ଚରଣ ପଲାଇଙ୍କ ନେତୃତ୍ୱରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ପକ୍ଷରୁ ମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ସ୍ଥାନୀୟ ରେଳ ଷ୍ଟେଶନ ନିକଟରେ ଥିବା ପ୍ରାଣି ଚିକିତ୍ସାଳୟଟି ଦୀର୍ଘଦିନ ହେଲା ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ନେଇ ସମିତିସଭ୍ୟ ଧ୍ରୁବ ଚରଣ ପଲାଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ପୁନରୁଦ୍ଧାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଞ୍ଚଳବାସୀଙ୍କ ସ୍ୱାକ୍ଷର ସମ୍ବଳିତ ସ୍ମାରକପତ୍ର ମନ୍ତ୍ରୀଙ୍କୁ ଦିଆଯାଇଥିଲା।
ନିକଟରେ ଥିବା ବହୁ ପୁରାତନ ହୁମ୍ମା ଡାକବଙ୍ଗଳାର ପାଚେରି ଭାଙ୍ଗିଯାଇ ବିପଦସଙ୍କୁଳ ଅବସ୍ଥାରେ ରହିଥିବା ନେଇ ମଧ୍ୟ ସ୍ମାରକପତ୍ରରେ ଦର୍ଶାଯାଇଛି। ଏଥିସହ ପ୍ରାଣି ଚିକିତ୍ସକ ଓ କର୍ମଚାରୀଙ୍କ ରହଣି ପାଇଁ ସ୍ୱତନ୍ତ୍ର କ୍ୱାର୍ଟର ବ୍ୟବସ୍ଥା କରିବାକୁ ସମିତିସଭ୍ୟ ପଲାଇ ନିବେଦନ କରିଛନ୍ତି।
ଉକ୍ତ ପ୍ରାଣି ଚିକିତ୍ସାଳୟ ଉପରେ ଖଣ୍ଡଦେଉଳି, ପାଳିବନ୍ଧ, ହୁମ୍ମା, ମଲାଡ଼, ଝାରେଡ଼ି ରାଧାଗୋବିନ୍ଦପୁର ସମେତ ବିଭିନ୍ନ ଗ୍ରାମ ପଞ୍ଚାୟତର ଲୋକେ ନିର୍ଭର କରୁଛନ୍ତି। ତେଣୁ ତୁରନ୍ତ ଏହାର ପୁନରୁଦ୍ଧାର କରିବାକୁ ସ୍ମାରକପତ୍ରରେ ନିବେଦନ କରାଯାଇଛି।
ମନ୍ତ୍ରୀଙ୍କ ଗସ୍ତ ସମୟରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ,  ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ସମେତ, ଛତ୍ରପୁର ଉପଜିଲ୍ଲାପାଳ ସୁଭାଶିଷ ବରାଳ, ଜିଲା ପ୍ରଶାସନର ଅଧିକାରୀ, ଭାଜପା ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP