Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ସାଙ୍କୁଡ଼ା ସ୍ଥିତ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଜ୍ଞାନ ମେଳା ଅନୁଷ୍ଠିତ |

15-Sep-2026

ସାଙ୍କୁଡ଼ା ସ୍ଥିତ ଏସଏସଭିଏମ ଠାରେ ବିଜ୍ଞାନ ମେଳା ଅନୁଷ୍ଠିତ l

ବେଗୁନିଆପଡା: 15/09/26 :- 

ଏହି ବ୍ଲକ ଅନ୍ତର୍ଗତ ସାଙ୍କୁଡ଼ା ସ୍ଥିତ ମା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସଭାପତି ସନ୍ତୋଷ କୁମାର ସାହୁ ଉଦଘାଟନ କରିଥିବା ବେଳେ ସମ୍ପାଦକ ସନ୍ତୋଷ କୁମାର ମଲ୍ଲିକ, ପ୍ରଧାନ ଆଚାର୍ଯ୍ୟା ମିନି କୁମାରୀ ନନ୍ଦ ଙ୍କ ସମେତ ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ। ପ୍ରଦର୍ଶନୀର ବିଚାରକ ଭାବେ ବିଜ୍ଞାନ ଶିକ୍ଷକ ପ୍ରସନ୍ନ କୁମାର ନାୟକ ଓ ଅନିଲ ମହାପାତ୍ର ଯୋଗଦେଇ ମୂଲ୍ୟାୟନ କରିଥିଲେ। କନିଷ୍ଠ ଓ ବରିଷ୍ଠ ବିଭାଗରେ ମୋଟ 51 ଟି ପ୍ରକଳ୍ପ ସ୍ଥାନ ପାଇଥିବା ବେଳେ ସର୍ବ କନିଷ୍ଠ ବିଭାଗରେ ଅମ୍ବିକା ତାରିଣୀ , ପ୍ରତ୍ୟୁଷ ତିଆଡ଼ି ଓ ଆରାଧ୍ୟା ଜେନା କନିଷ୍ଠ ବିଭାଗରେ ଆୟୁଷ୍ମୀତା ତରେଇ, ଜାଗୃତି ନାୟକ ଓ ପ୍ରତ୍ୟୁଷ ସାହୁ, ବରିଷ୍ଠ ବିଭାଗରେ ଦିବ୍ୟାଂଶୁ ମହାରଣା, ଇ. ସରୋଜିନୀ ପାତ୍ର, ଓ ଶୁଭମ ସାହୁ ଯଥାକ୍ରମେ  ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଶେଷରେ ଅମ୍ବିକା ସ୍ବାଇଁଙ୍କ ଦ୍ୱାରା ଧନ୍ୟବାଦ ଅର୍ପଣ କରାଯାଇଥିଲା। ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ସଂକୁଳ ସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ ବୋଲି ଜଣାପଡିଛି।

News Comment

You Might Also Like

BACK TO TOP