Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗଣେଶ ପୂଜା ଧୁମ, ଧାମ ରେ ପାଳିତ |

15-Sep-2026

ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଧୂମଧାମରେ ଗଣେଶ ପୂଜା ଅନୁଷ୍ଠିତ |

ଓଡିଶା ଜନ ମତ,ବୁଗୁଡା,15/09,

ଡ.କୁମୁଦ ଚନ୍ଦ୍ର ବେହେରା :-----ବର୍ଷ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ପୂଜା ଜାକଜମକରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ନିୟୁ ଏରା ପବ୍ଲିକ୍ ସ୍କୁଲ, ସାଇ ସରସ୍ବତୀ ଶିଶୁ ମନ୍ଦିର ଓ ପିପୁଲ୍ସ ହାଇସ୍କୁଲ ସମେତ ବିଭିନ୍ନ ସ୍କୁଲ,କଲେଜ ଓ କୋଚିଂ ସେଣ୍ଟରରେ ଉତ୍ସାହର ସହ ବିଦ୍ୟାଦାତା ଶ୍ରୀ ଗଣେଶଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିସହ ବୁଗୁଡା ସହରାଞ୍ଚଳର  ଅରବିନ୍ଦ ନଗର, ପ୍ରେମଚାନ୍ଦ ନଗର, ବଡଦାଣ୍ଡ ସାହି, ଏବଂ ଗ୍ରାମାଞ୍ଚଳର ଗୌଡିଆ ବରୋଦା ଗ୍ରାମର ବଜରଙ୍ଗୀ କ୍ଲବ,କାନସୁକା,କରଚୁଲି,କରସିଙ୍ଗି,ବେତାରସିଙ୍ଗି ଖୋଳଖାଳି ବାଲିପଦର, ପଙ୍କଳବାଡି, ଗୋଳାବନ୍ଧ ,କତକଲା,ମୋଟାବାଡି ସମେତ ବିଭିନ୍ନ ସ୍ଥାନରେ ପ୍ରଭୁ ଗଜାନନଙ୍କ ପୂଜା ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟା ସମୟରେ ବିଭିନ୍ନ ମେଢ ନିକଟରେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP