Breaking News

ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||     

ବୋମାମାଡ଼ ଓଖଣ୍ଡା ଆକ୍ରମଣ ରେ ଯୁବକ ଗୁରୁତର ||

15-Sep-2026

ଗୋଷ୍ଠୀ ବିବାଦରୁ ବୋମାମାଡ, ଖଣ୍ଡା ଆକ୍ରମଣ ରେ ଜଣେ ଯୁବକ

ଗୁରୁତର |

 ଗୁରୁତର। ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ ;----
ବ୍ରହ୍ମପୁର ସଦର ଥାନା କୁକୁଡ଼ାଖଣ୍ଡି ଗ୍ରାମ ଦାସ ସାହିରେ ଦୁଇ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ପୁର୍ବ ଶତୃତା କୁ ନେଇ ଗତକାଲି ଉଗ୍ର ରୂପ ଧାରଣ କରିଛି। ଯାହା ଫଳରେ ଗୋଟିଏ ଗୋଷ୍ଠୀର ସନିଆ ଦାସ ନାମକ ଜଣେ ଯୁବକ କୁ କୁକୁଡାଖଣ୍ଡି ମୁଖ୍ୟ ରାସ୍ତାରେ ଖଣ୍ଡା ରେ ଆକ୍ରମଣ ହୋଇଥିଲା ଓ ସେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ଜଣାପଡିଛି।  ପୁଣି ସନ୍ଧ୍ୟା ସମୟରେ ବହୁତ ଗୁଡିଏ ମୋଟରସାଇକେଲ ରେ କିଛି ଯୁବକ ଆସି ଆସି ଗାଁ ରେ ଆତଙ୍କ ସୃଷ୍ଟି କରିବା ସହ କିଛି ବୋମାମାଡ କରି ଚାଲିଯାଉଥିବା ବେଳେ ଗାଁ ଲୋକଙ୍କ ପଥର ମାଡରେ କିଛି ଯୁବକ ତଳେ ପଡି ଯାଇଥିଲେ। ଗାଁ ଲୋକେ ସେମାନଙ୍କୁ କାବୁ କରି ନେଇଥିଲେ ଓ ଉତ୍ତମ ମଧ୍ୟମ କରୁଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଯୁବକ ମାନଙ୍କୁ ଉଦ୍ଧାର କରି ଥାନା ରେ ରଖି ଜେରା କରିବା ବେଳେ ଗାଁ ଗାଁ ଲୋକେ ପୋଲିସ କୁ ବିରୋଧ କରିବା ସହ ଉକ୍ତ ଯୁବକ ମାନଙ୍କୁ ତାଙ୍କୁ ଫେରାଇବା ପାଇଁ ଦାବି କରିଥିଲେ। ଏହି ଭଳି ପରିସ୍ଥିତିରେ ଥାନା ଅଧିକାରୀ, ସଦର ଏସ୍ ଡି ପି ଓ ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ମାନେ ଗାଁ ଉପସ୍ଥିତି ଯୋଗୁ ଅବସ୍ଥା ଆୟତାଧିନ ରହିଛି।

News Comment

You Might Also Like

BACK TO TOP