Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ସନ୍ଥ ରବିଦାସ ଙ୍କ ଜନ୍ମ ଜୟନ୍ତୀ ରେ ବୃକ୍ଷ ରୋପଣ ଓ କଳସ ବଣ୍ଟନ ଅନୁଷ୍ଠିତ ||

15-Sep-2026

ସନ୍ଥ ରବିଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ କଳସ ବଣ୍ଟନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ |

ଓଡିଶା ଜନମତ ରାୟଗଡ଼ା,୧୪/୦

କାମେଶ୍ୱର କରକରିଆ :-----

ବିଜେପି ପକ୍ଷରୁ ରାୟଗଡ଼ା ବିଧାନସଭା ଅନ୍ତର୍ଗତ ରାୟଗଡ଼ା ଗ୍ରାମୀଣ ତଥା ରାୟଗଡ଼ା ନଗର ମଣ୍ଡଳର ହାଉସିଂ ବୋର୍ଡ ଓ ଅନନ୍ତ ନାରାୟଣ ମନ୍ଦିର ନିକଟରେ ଆୟୋଜିତ ସନ୍ଥ ଶିରୋମଣି ଗୁରୁ ରବିଦାସଙ୍କ ୬୫୦ତମ ଜନ୍ମ ଜୟନ୍ତୀ ଅବସରରେ କଳସବଣ୍ଟନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସନ୍ଥ ରବିଦାସ ଜନ୍ମଜୟନ୍ତୀ ଓ କଳସ ପରିଚାଳନା ଦାୟିତ୍ୱରେ ଥିବା ରାୟଗଡ଼ା ଜିଲ୍ଲା ପ୍ରଭାରି ଡ. ଭବାନୀ ଶଙ୍କର ନିଆଲ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ।ବିଜେପି ରାୟଗଡ଼ା ଜିଲ୍ଲା ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ଗୁଣନିଧି ବାଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରାର୍ଥୀ କାଳୀରାମ ମାଝୀ, ବିଧାୟକ ପ୍ରାର୍ଥୀ ବସନ୍ତ ଉଲାକା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା କେ. ଅଶ୍ୱିନୀ, ଗ୍ରାମୀଣ ମଣ୍ଡଳ ସଭାପତି ମଙ୍ଗରାଜ କାଡ୍ରାକା, ନଗର ମଣ୍ଡଳ ସଭାପତି ରାଜା ପାଣିଗ୍ରାହୀ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସଦସ୍ୟା ମଞ୍ଜୁଳା ମିଣିଆକା, ରାୟଗଡ଼ା ଜିଲ୍ଲା ଡମ୍ ସମାଜ ସଭାପତି ଧନୀରାମ ନାଏକ ପ୍ରମୁଖ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନରେନ୍ଦ୍ର ନାଏକ, ବିଶ୍ୱ କୋଶଲା, ତ୍ରିନାଥ ବିଭାର, ସୁଧାକର କରକରିଆ, ବୃନ୍ଦାବନ ନାଏକ, ଶାନ୍ତନୁ ସୁବୁଦ୍ଧି, ନବୀନ ବିଡିକା ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP