Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଅପେରା ଶିକ୍ଷା ବେଳେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ ରେ ଯୁବକ ମୃତ୍ୟୁ |

16-Sep-2026

ଅପେରା ଶିକ୍ଷା ବେଳେ ଯୁବକ କୁ ମାରଣାନ୍ତକ ଆକ୍ରମଣ କରି ହତ୍ୟା ଓ ଘଟଣାସ୍ଥଳରୁ ଅଭିଯୁକ୍ତ ଯୁବକ ଚମ୍ପଟ୍।

 ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :----
ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଅପେରା ନାଟକ ଶିଖୁଥିବା ବିଶ୍ଵାସ ରେ ଡ଼ାକି ଆଣି ଚିତ୍ରସେନ ଯେନା ନାମକ ଜଣେ ଯୁବକ କୁ ମାରଣାନ୍ତକ ଆକ୍ରମଣ ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ୍ ମାରିଛନ୍ତି। ଘଟଣା କୁ ନେଇ ପତ୍ନୀ ମାମି ଯେନା ଖଲିକୋଟ ଥାନା ରେ ଅଭିଯୋଗ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଗାଁ ଆଗାମୀ ଦିନରେ ହେବାକୁ ଥିବା ଯାତ୍ରା ରେ ନାଟକ ପରିବେଷଣ ପାଇଁ ଗାଁ କୋଠ ଘରେ ନାଟକ ଶିଖୁଥିବା ବେଳେ ଜଣେ ଯୁବକ ଆସି ଚିତ୍ରସେନ କୁ ଡାକି ବାହାରେ କଥା ହେଉଥିଲା ଓ ହଠାତ୍ ଜଣେ ଯୁବକ ଆସି ଚିତ୍ରସେନ କୁ ବିଭତ୍ସ ଭାବେ ଛୁରୀ ଭୁଷି ଘଟଣାସ୍ଥଳରୁ ଦୁଇ ଜଣ ଯୁବକ ଚମ୍ପଟ୍ ମାରିଥିଲେ। ଉପସ୍ଥିତ ଲୋକ ତାକୁ ଚିକିତ୍ସା ପାଇଁ ପ୍ରଥମେ ଖଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଭଳି ପରିସ୍ଥିତିରେ ଗାଁ ରେ ଚାପା ଉଜେନା ସୃଷ୍ଟି ହୋଇଛି। ଅନ୍ୟ ପକ୍ଷରେ ପୋଲିସ ଅଭିଯୋଗ ଗ୍ରହଣ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।ପୁର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଏହି ଭଳି ଘଟଣା ଘଟିଛି ବୋଲି ଅଞ୍ଚଳରେ ଆଲୋଚନା ହେଉଛି।

News Comment

You Might Also Like

BACK TO TOP