Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

"ନି -ଷ୍ଟ୍ରାଇକର ଅଫ ଇଣ୍ଡିଆ `ଭାବେ ସଚିନ ଗିନିଜ ଅଫ ବୁକ ରେ ରଖିଲେ ନାଁ |

17-Sep-2026

ଗିନିଜ ଅଫ ବୁକ ରେକର୍ଡରେ ରଖିଲେ ନାମ,ଆଣ୍ଠୁ ପ୍ରଘାତରେ ସଚିନଙ୍କ ନୂଆ ରେକର୍ଡ,

ଓଡିଶା ଜନ ମତ ବ୍ୟୁରୋ,

‘ନି-ଷ୍ଟ୍ରାଇକର୍‌ ଅଫ୍‌ ଇଣ୍ଡିଆ’ ଭାବେ ପରିଚିତ ସଚିନ ବେହେରା ମଙ୍ଗଳବାର ନୂଆ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ସ୍ଥାପନ କରିଛନ୍ତି। ସେ ଗୋଟିଏ ଗୋଡ଼ରେ ୧ କେଜି ଓଜନର ଆଙ୍କଲ ୱେଟ୍ ପିନ୍ଧି ମାତ୍ର ୧ ମିନିଟରେ ୧୦୩ ଥର ଫୁଲ୍-କଣ୍ଟାକ୍ଟ ନି-ଷ୍ଟ୍ରାଇକ୍ (ଆଣ୍ଠୁ ପ୍ରଘାତ) କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ...

.‘ନି-ଷ୍ଟ୍ରାଇକର୍‌ ଅଫ୍‌ ଇଣ୍ଡିଆ’ ଭାବେ ପରିଚିତ ସଚିନ ବେହେରା ମଙ୍ଗଳବାର ନୂଆ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ସ୍ଥାପନ କରିଛନ୍ତି। ସେ ଗୋଟିଏ ଗୋଡ଼ରେ ୧ କେଜି ଓଜନର ଆଙ୍କଲ ୱେଟ୍ ପିନ୍ଧି ମାତ୍ର ୧ ମିନିଟରେ ୧୦୩ ଥର ଫୁଲ୍-କଣ୍ଟାକ୍ଟ ନି-ଷ୍ଟ୍ରାଇକ୍ (ଆଣ୍ଠୁ ପ୍ରଘାତ) କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ନିଜ ନାମ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ କରିଛନ୍ତି। ଏହି ରେକର୍ଡ ପ୍ରୟାସ ଚଳିତ ମାସ ୧୦ ତାରିଖରେ ଭୁବନେଶ୍ୱରସ୍ଥିତ ଓଭରଅଲ୍ ସ୍ପୋର୍ଟସ ଏକାଡେମିଠାରେ ଅନୁଷ୍ଠିତ ହୋଇଥିଲା।

ପୂର୍ବରୁ ଗିନିଜ୍ ରେକର୍ଡରେ ନିଜ ନାଁ ଲେଖାଇଥିଲେ
ଏହାର ସ୍ୱୀକୃତି ପତ୍ର ମଙ୍ଗଳବାର (୧୫ ସେପ୍ଟେମ୍ବର) ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ କର୍ତ୍ତୃପକ୍ଷଙ୍କଠାରୁ ତାଙ୍କୁ ଇ-ମେଲ୍‌ରେ ମିଳିଛି। ଏହି କାର୍ଯ୍ୟକ୍ରମରେ ବିଶେଷଜ୍ଞ ସାକ୍ଷୀ ଭାବେ ସୌମ୍ୟ ରଞ୍ଜନ ଦାସ ଓ ଅନ୍ତର୍ଯ୍ୟାମୀ ବେହେରା, କିକ୍ ପ୍ୟାଡ୍ ସହାୟକ ଭାବେ କୃପାସିନ୍ଧୁ ବାରିକ ଓ ଟାଇମ୍ କିପର୍ ଭାବେ ସନ୍ଦୀପ ପଟ୍ଟନାୟକ ଉପସ୍ଥିତ ଥିଲେ। ସଚିନ ହେଉଛନ୍ତି ନୂଆପଡ଼ା ଜିଲ୍ଲାର ବୋଡେନ ବ୍ଲକ୍‌ ଅନ୍ତର୍ଗତ ଲର୍କା ଗାଁର ଲକ୍ଷ୍ମୀ ପ୍ରସାଦ ବେହେରା ଓ ଆରତୀ ବେହେରାଙ୍କ ପୁଅ। ପୂର୍ବରୁ ୨୦୧୯ ମସିହାରେ ୧ ମିନିଟରେ ୧୩୭ ନି-ଷ୍ଟ୍ରାଇକ୍ କରି ପ୍ରଥମ ଥର ଗିନିଜ୍ ରେକର୍ଡରେ ନିଜ ନାଁ ଲେଖାଇଥିଲେ। ଏହି ରେକର୍ଡ ପୂର୍ବରୁ ଭାରତର ଜୟନ୍ତ ରେଡ୍ଡୀ (୧୧୫)ଙ୍କ ନାଁରେ ଥିଲା‌। ସେହିଭଳି ୨୦୨୨ରେ ସେ ଦୁଇ ଗୋଡ଼ରେ ୫ କେଜି ଆଙ୍କେଲ ୱେଟ୍‌ ସହ ୧ ମିନିଟ୍‌ରେ ୧୦୪ ଥର ନି ଷ୍ଟାଇକ୍‌କେରି ଆଉ ଏକ ଗିନିଜ୍‌ ରେକର୍ଡ କରିଥିଲେ। ପୂର୍ବରୁ ଏହି ରେକର୍ଡ ପାକିସ୍ତାନର ମହମ୍ମଦ ରସିଦ (୧୦୦)ଙ୍କ ନାଁରେ ରହିଥିଲା |
ସଚିନ ସଂପ୍ରତି ହାଇଟେକ୍‌ ମେଡିକାଲ କଲେଜ ଆଣ୍ଡ ହସ୍‌ପିଟାଲରେ ଅର୍ଥୋଫେଡିକ୍‌ ବିଭାଗରେ ଫିଜିଓଥେରାପିରେ ସ୍ନାତକୋତ୍ତର (ଏମ୍‌ପିଟି) ଅଧ୍ୟୟନ କରୁଛନ୍ତି। ଏବେ ଗୋଟିଏ ଗୋଡ଼ରେ ୧ କେଜି ଓଜନର ଆଙ୍କଲ ୱେଟ୍ ପିନ୍ଧି ଫୁଲ୍-କଣ୍ଟାକ୍ଟ ନି-ଷ୍ଟ୍ରାଇକ୍‌ରେ ଗିନିଜ୍‌ ରେକର୍ଡ କରିବାକୁ ଲକ୍ଷ୍ୟ ରଖିଛନ୍ତି।

News Comment

You Might Also Like

BACK TO TOP