Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ମଣ୍ଡଳ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା କଞ୍ଚଣା ଠାରେ ଉଦ ଉଦଘାଟିତ |

17-Sep-2026

କଞ୍ଚଣା ଠାରେ ମଣ୍ଡଳ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଉଦଘାଟିତ।

ଓଡିଶା ଜନମତ,ବେଗୁନିଆପଡା : 17/09/26 :

ଭଞ୍ଜ କିଶୋର ମହାରଣା l

ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କଞ୍ଚଣା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ  ମଣ୍ଡଳ ସ୍ତରୀୟ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି l ଖଲ୍ଲିକୋଟ ବି ଇ ଓ ତଥା କ୍ରୀଡା ମହୋତ୍ସବର ସଭାପତି ସତ୍ୟ ନାରାୟଣ ଦାଶଙ୍କ ଅଧକ୍ଷତରେ ଆୟୋଜିତ  ଏହି କାର୍ଯ୍ୟକ୍ରମକୁ ଖଲ୍ଲିକୋଟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ପୂର୍ଣଚନ୍ଦ୍ର ସେଠୀ ଉଦଘାଟନ କରି ଛାତ୍ରଛାତ୍ରୀଙ୍କୁ କ୍ରୀଡାର ବିକାଶ ପାଇଁ ନିଜକୁ ସାମିଲ କରିବା ଆବଶ୍ୟକ ବୋଲି ମତ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ କଞ୍ଚଣା ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ଡଃ ସ୍ନିଗ୍ଧାରାଣୀ ସ୍ୱାଇଁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ସମ୍ପାଦକ ଯୁଧିଷ୍ଠିର ବେହେରା, ସ୍ଥାନୀୟ ସି ଆର ସି ସି ପବିତ୍ର ବେହେରା  ଦାନପୁର ପଞ୍ଚାୟତ ପୂର୍ବତନ ସରପଞ୍ଚ ମନୋଜ ପ୍ରଧାନଙ୍କ ସମେତ ସମସ୍ତେ କ୍ଲଷ୍ଟର ର ସି ଆର ସି ସି ଯୋଗଦେଇଥିଲେ।  ବିଦ୍ୟାର୍ଥୀ ମାନଙ୍କ ମଧ୍ୟରେ କ୍ରୀଡ଼ାବିତ ମନୋଭାବକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି ମଣ୍ଡଳ ସ୍ତରୀୟ କ୍ରୀଡା ମହୋତ୍ସବରେ ୪ ଟି ଜୋନରୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ l ଶିକ୍ଷକ ପ୍ରଦୀପ କୁମାର ତ୍ରିପାଠୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବ୍ଲକର ସମସ୍ତ କ୍ରୀଡା ଶିକ୍ଷକ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଉପସ୍ଥିତ ଥିଲେ। ବ୍ଲକ କ୍ରୀଡା ସମ୍ପାଦକ ପୀତବାସ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ସମସ୍ତେ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP