Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ପୁରୁଷୋତ୍ତମପୁର ବିଶ୍ଵକର୍ମା ସମାଜ ତରଫରୁ ଦେବଶିଳ୍ପୀ ବିଶ୍ଵକର୍ମା ଙ୍କ ପୂଜା ଅନୁଷ୍ଠିତ ||

17-Sep-2026

ପୁରୁଷୋତ୍ତମପୁର ବିଶ୍ୱ କର୍ମା ପୂର୍ବଖଣ୍ଡ ସମାଜର ପାଟ ପଟୁଆର ରେ ବିଶ୍ୱ କର୍ମା ପୂଜା ଅନୁଷ୍ଠିତ |

ଆଜିପୁରୁଷୋତ୍ତମପୁର ସହର ରେ  ଚାଙ୍ଗୁଡିଆ ପଦର ସାହିରେ ଅନୁଷ୍ଠିତ ପୁରୁଷୋତ୍ତମପୁର ବିଶ୍ଵକର୍ମା ସମାଜତରଫରୁ  ଦେବଶିଳ୍ପୀ ବିଶ୍ଵକର୍ମା ଙ୍କୁ ଆଜି ବହୁ ଆଡମ୍ବର ସହ ପୂଜା କରାଯାଇଛି | ଏହା ସହ ଆସନ୍ତା  20 ତାରିଖ ଦିନ ବାଜା, ବାଜଣା ପାଟ ପାଟୁଆର ରେ  ସହର ପରିଭ୍ରମଣ କରି ଋଷିକୁଲ୍ୟା ନଦୀରେ ବିସର୍ଜନ କରା ଯିବାକୁ ସମାଜ ତରଫରୁ ନିଷ୍ପତି ନିଆ ଯାଇଛି |ଏହି ବିସର୍ଜନ ଉଚ୍ଚବରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା  ବିଶ୍ଵକର୍ମା ସମାଜର ସଭାପତି  ଅଜୟ କୁମାର ମହାରଣା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି  |   ଅନ୍ୟ ମାନଙ୍କ ମଧ୍ୟରେ ରାଜଶ୍ରୀ  କୃଷ୍ଣ ମହାରଣା, ରାଜଶ୍ରୀ ତ୍ରିନାଥ ମହାରଣା, ରାଜଶ୍ରୀ (2ୟ )କୃଷ୍ଣ ମହାରଣା,  ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ସୁରେଶ ମହାରଣା, କୃଷ୍ଣ ମହାରଣା, ଭାସ୍କର ମହାରଣା, ଶ୍ରଦ୍ଧା ମହାରଣା, ଗୁନା ମହାରଣା, ବାବୁ ମହାରଣା, ଅନିଲ ମହାରଣା, ଗଗନ ମହାରଣା, ପ୍ରମୁଖ ବ୍ୟକ୍ତି ମାନେ ଆଜିର ପୂଜା ସହିତ ଆସନ୍ତା ଏହି ବିସର୍ଜନ କାର୍ଯ୍ୟକ୍ରମ ରେ ସହଯୋଗ କରିବେ |

News Comment

You Might Also Like

BACK TO TOP