Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ମହା ଆଡ଼ମ୍ବର ରେ ସାତ ନଳ ଠାରେ ବିଶ୍ଵକର୍ମା ପୂଜା ପାଳିତ |

17-Sep-2026

ସାତନଳ ଠାରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ l

ଓଡିଶା ଜନମତ, ବେଗୁନିଆପଡା : 17/09/26 :

ଭଞ୍ଜ କିଶୋର ମହାରଣା l

ଆଜି ପବିତ୍ର କନ୍ୟା ସଂକ୍ରାନ୍ତି ଅବସରରେ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ବିଭିନ୍ନ ଶିଳ୍ପାନୁଷ୍ଠାନ, ଛୋଟବଡ ଘରୋଇ ସଂସ୍ଥା ଏବଂ ପୂଜାମଣ୍ଡପରେ ଜାରିଜାରିଛି l ଏହି କ୍ରମରେ ବେଗୁନିଆପଡା ବ୍ଲକ ଅନ୍ତର୍ଗତ ବେରୁଆଁବାଡ଼ି ପଞ୍ଚାୟତର  ସାତନଳ ଗ୍ରାମ ମଠ ସାହି ଠାରେ ପୂଜା ପାଉଛନ୍ତି ଦେବଶିଳ୍ପୀ l ସାତନଳ ଗ୍ରାମର ବଢ଼େଇ ସମାଜ ନିଜନିଜର ଲୁହା ସରଞ୍ଜାମ ଯଥା ବାରିସୀ, ଲିହଣ, କରତ ଆଦି ପ୍ରଭୁଙ୍କ ନିକଟରେ ସମର୍ପଣ କରି ପାରମ୍ପରିକ ରୀତିନୀତିରେ ମହା ଆଡମ୍ବର ସହକାରେ ପାଳନ କରିଥିଲେ l ମଧ୍ୟାହ୍ନରେ ପୁରୋହିତଙ୍କ ମନ୍ତ୍ରଧ୍ୱନି, ଗାୟକ ବାୟକଙ୍କ ମୃଦଙ୍ଗ ବାଦ୍ୟ ,ତାଳ ଏବଂ ଘଣ୍ଟ ଶବ୍ଦରେ ଗ୍ରାମରେ ଧାର୍ମିକ ବାତାବରଣ ସୃଷ୍ଟି ହୋଇଥିଲା l  ଶ୍ରଦ୍ଧାଳୁମାନେ ଧୂପ, ଦୀପ, ନୈବେଦ୍ୟ ଦେଈ ଠାକୁରଙ୍କୁ ଆଶିଷ ଭିକ୍ଷା ମାଗିବା ସହ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ l ଉକ୍ତ ଧାର୍ମିକ ଅନୁଷ୍ଠାନରେ ଲିଙ୍ଗରାଜ ମହାରଣା, ନାରାୟଣ ମହାରଣା, ପୂର୍ଣଚନ୍ଦ୍ର ମହାରଣା, ମଦନ ମହାରଣା, ବିଜୟ ମହାରଣା,ସନ୍ତୋଷ ମହାରଣା, ଦିଲ୍ଲୀପ ମହାରଣା ସମେତ ଗ୍ରାମବାସୀ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP