Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଛତ୍ରପୁର ରେ ବୁଲା କୁକୁର ଓ ମାଙ୍କଡ଼ ଙ୍କ ଉପଦ୍ରବରୋକିବାକୁ ଜିଲ୍ଲା ପାକ ଙ୍କୁ ଦାବିପତ୍ର ପ୍ରଦାନ ||

17-Sep-2026

ବୁଲା କୁକୁର ଓ ମାଙ୍କଡ଼ଙ୍କ ଉତ୍ପାତରେ ଅତିଷ୍ଠ ନାଗରିକ
ସମସ୍ୟାର ସମାଧାନ ଦାବିରେ  ଦାବିପତ୍ର
ଗଂଜାମ ଜିଲ୍ଲା:ଛତ୍ରପୁର ସହରର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉତ୍ପାତ ବୃଦ୍ଧି ପାଇଥିବାରୁ ନାଗରିକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାସ୍ତାଘାଟ, ବଜାର ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବୁଲା କୁକୁରଙ୍କ ଦଳ ଘୁରୁଥିବାରୁ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ମାଙ୍କଡ଼ମାନେ ମଧ୍ୟ ଘର ଓ ଦୋକାନରେ ପଶି ଖାଦ୍ୟପଦାର୍ଥ ନେଇଯିବା ସହ ଲୋକଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇଛି।
ବିଶେଷକରି ଛୋଟ ପିଲା, ବୃଦ୍ଧ ଓ ଦୁଇଚକିଆ ଯାନରେ ଯାତାୟାତ କରୁଥିବା ଲୋକମାନେ ଏହି ସମସ୍ୟା ଯୋଗୁଁ ଭୟଭୀତ ହେଉଛନ୍ତି ବୋଲି ନାଗରିକମାନେ କହିଛନ୍ତି।
ଏହି ସମସ୍ୟାର ସମାଧାନ ପାଇଁ ନାଗରିକମାନଙ୍କ ପକ୍ଷରୁ ଜିଲ୍ଲପାଳ ଙ୍କ ଉଧେଶ୍ୟ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଚ୍ଚିଦାନନ୍ଦ ନାୟକ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବୁଲା କୁକୁରଙ୍କ ନିୟନ୍ତ୍ରଣ ପାଇଁ ନିୟମାନୁସାରେ ପଦକ୍ଷେପ, ଟିକାକରଣ ଓ ନିରାପଦ ପରିଚାଳନା ସହିତ ମାଙ୍କଡ଼ଙ୍କ ଉତ୍ପାତ ରୋକିବାକୁ ବନ ବିଭାଗ ଓ ପୌର ପ୍ରଶାସନର ସମନ୍ୱିତ ପଦକ୍ଷେପ ନେବାକୁ ଦାବି ହୋଇଛି।
ନାଗରିକମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସମସ୍ୟାର ଶୀଘ୍ର ଓ ସ୍ଥାୟୀ ସମାଧାନ କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।ଏହି ଦାବିପତ୍ର ପ୍ରଦାନ ବେଳେ ବିଶିଷ୍ଠ ସମାଜସେବୀ ଓ ଜଂଗ୍ରେସ ନେତା ଭାଗିରଥି ବେହେରା, ୟୁଥ ମାସ ସେବା ସଙ୍ଘ ର ସଭାପତି ସୟଦ ମୁକ୍ତାର, ଛାତ୍ର ନେତା ଇଜୁ ଅମିନ ଖାନ ପ୍ରମୁଖ ଉପସ୍ଥିତ ଥିଲେ  ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP