Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ |

18-Sep-2026

ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପନୀ କାର୍ଯ୍ୟକ୍ରମ

ଓଡିଶା ଜନ ମତ, ପୋଲସରା, 

୧୮/୯/୨୬, ସନ୍ତୋ କୁମା ପଣ୍ଡ  :----

 ଗଞ୍ଜାମ ଜିଲ୍ଲା ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଶକ୍ତିଶ୍ରୀ ସଶକ୍ତିକରଣ ପ୍ରକୋଷ୍ଠ ଆନୁକୂଲ୍ୟରେ +୩ ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିରର କାର୍ଯ୍ୟକ୍ରମ ୧୮/୯/୨୬ ତାରିଖ ଦିନ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସିପାଲ ଡ଼କ୍ଟର ଭଗବାନ ତ୍ରିପାଠୀଙ୍କ ଅଧ୍ୟକ୍ଷତା କରିଥିଲେ। ଶକ୍ତିଶ୍ରୀ ସଶକ୍ତିକରଣ ପ୍ରକୋଷ୍ଠ ସଂଯୋଜିକା ଏନସିସି ଅଫିସର ଲେଫନାଣ୍ଟ ବିନତା କୁମାରୀ ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଭାବେ ଭିଜିଲାନ୍ସ ଡ଼ି.ଏସ.ପି. ବୈଦେହି କୁମାରୀ ବେହେରା  ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ପୁରୁଷୋତ୍ତମପୁର ଏସଡିପିଓ ସୁଜିତ କୁମାର ନାୟକ ଏବଂ ସମ୍ମାନିତ ଅତିଥି ଭାବେ ପୋଲସରା ଏବିଇଓ ସ୍ୱରୂପ କୁମାର ପାତ୍ର, ରାଜ୍ୟ ସାମ୍ବାଦିକ କାର୍ଯ୍ୟକାରି ସଭାପତି ତଥା ଓକିଲ ମିରାବାଇ ଦେଓ ଓ ଅବସର ପ୍ରାପ୍ତ ପ୍ରାଧ୍ୟାପକ ବାଲରାଜୁ ପାତ୍ର ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଆତ୍ମ ସୁରକ୍ଷା ତାଲିମ ଗ୍ରହଣ କରିଥିବା ଛାତ୍ରୀମାନଙ୍କୁ ସୁରକ୍ଷା, ଆତ୍ମରକ୍ଷା , ପ୍ରତିରକ୍ଷା , ଇତ୍ୟାଦି ବିଷୟର ବିଭିନ୍ନ ଦିଗ ଉପରେ ନିଜ ନିଜର ମନ୍ତବ୍ୟ ଜରିଆରେ ମାର୍ଗଦର୍ଶନ ଦେବା ସହ ସେମାନଙ୍କ ଭବିଷ୍ୟତ ଉଜ୍ଜଳ କାମନା କରିଥିଲେ । ଦୁଇ ଜଣ ମାଷ୍ଟର ଟ୍ରେନର ରଚ଼ିତା କୁମାରୀ ସାହୁ ଓ ସୃତି ବେହେରା, ଛଅ ଦିନର କାର୍ଯ୍ୟକ୍ରମ ଠିକ୍ ଭାବେ ସମ୍ପାଦିତ କରିଥିବା ଯୋଗୁଁ ସେମାନଙ୍କୁ ସ୍ୱତନ୍ତ୍ର ଭାବେ ଅର୍ଥ ରାଶି ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହା ବ୍ୟତିତ ଏହି ଛଅ ଦିନର ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିରରେ କୃତିତ୍ୱ ହାସଲ କରିଥିବା ଦୁଇ ଜଣ ଛାତ୍ରୀ ଗେଲମଣୀ ନାହାକ ଓ ରିକିନା ନାହାକଙ୍କୁ ପୁରସ୍କାର କରାଯାଇଥିଲା । ଏଥି ସହ ସ୍ୱତନ୍ତ୍ର ଭାବେ ନିମନ୍ତ୍ରିତ ସାମ୍ବାଦିକ ଅନିଲ କୁମାର ମହାରଣା, ସନ୍ତୋଷ କୁମାର ପଣ୍ଡା, ମନୋଜ କୁମାର ଘଡ଼େଇ ଓ ପିଣ୍ଟୁ ବିଶୋୟୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ପରିଶେଷରେ ରାଷ୍ଟ୍ରୀୟ ସଙ୍ଗୀତ ଜନ ଗଣ ମନ ସାମୂହିକ ଭାବେ ଗାନ କରାଯାଇଥିଲା। ଶେଷରେ କାଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିବା ସମସ୍ତ ଅତିଥି ବୃନ୍ଦ, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ବୃନ୍ଦ ଓ ସାମ୍ବାଦିକମାନଙ୍କୁ ଅଧ୍ୟାପକ ଦେବାଶିଷ ସ୍ୱାଇଁ  ଧନ୍ୟବାଦ ଦେବାସହ କୃତଜ୍ଞତା ଜଣାଇଥିଲେ।

News Comment

You Might Also Like

BACK TO TOP