Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଡିଜେ ଶବ୍ଦ ରେ ହୃଦଘାତ ରୋଗୀଙ୍କ ଜୀବନ ଅସ୍ତ, ବ୍ୟସ୍ତ ||

19-Sep-2026

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଓଡିଶା ଜନମତ, ବାଲିଗୁଡ଼ା, ତା, ୧୯/୦୯, 

ସଞ୍ଜୟ କୁମାର ପାଣିଗ୍ରାହୀ :----

ପୂଜା, ପର୍ବପର୍ବାଣୀ ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର କାରଣ ପାଲଟିଛି। ଉଚ୍ଚଶବ୍ଦରେ ଦୀର୍ଘ ସମୟ ଧରି ଡିଜେ ବାଜିବା ଯୋଗୁଁ ବୟସ୍କ, ଶିଶୁ ଓ ଅସୁସ୍ଥ ବ୍ୟକ୍ତିମାନେ ବିଶେଷ ଭାବେ ହଇରାଣ ହେଉଥିବା ଅଭିଯୋଗ ହେଉଛି। ବିଶେଷ କରି ହୃଦ୍‌ରୋଗୀ ଓ ଅନ୍ୟ ଗୁରୁତର ରୋଗୀଙ୍କ ପାଇଁ ଅତ୍ୟଧିକ ଶବ୍ଦ ଅଡୁଆ ସୃଷ୍ଟି କରୁଛି। ଡିଜେର ପ୍ରଚଣ୍ଡ ଶବ୍ଦ ଯୋଗୁଁ ମାନସିକ ଚାପ, ଅସ୍ଥିରତା ଓ ନିଦ୍ରାରେ ବ୍ୟାଘାତ ଭଳି ସମସ୍ୟା ଦେଖାଦେଉଥିବାରୁ ରୋଗୀଙ୍କ ପରିବାର ଚିନ୍ତା ପ୍ରକାଶ କରୁଛନ୍ତି। ଅନ୍ୟପଟେ ମେଡିକାଲ ଓ ହସ୍ପିଟାଲ ନିକଟରେ ମଧ୍ୟ ଉଚ୍ଚଶବ୍ଦରେ ଡିଜେ ବାଜିବା ନେଇ ଅସନ୍ତୋଷ ବଢ଼ିଛି। ଚିକିତ୍ସାଧୀନ ରୋଗୀଙ୍କ ଆରାମ ଓ ନିରବ ପରିବେଶ ଆବଶ୍ୟକ ଥିବା ବେଳେ ଏଭଳି ଶବ୍ଦ ପରିବେଶ ଚିକିତ୍ସା ବ୍ୟବସ୍ଥାକୁ ମଧ୍ୟ ପ୍ରଭାବିତ କରୁଥିବା ମତ ପ୍ରକାଶ ପାଉଛି। ବାଲିଗୁଡା ସହରର ବିଭିନ୍ନ ଅଞ୍ଚଳରେ ଡିଜେର ଶବ୍ଦସୀମା ଓ ସମୟସୀମା ଉପରେ କଡ଼ା ନଜର ରଖିବା ସହ ହସ୍ପିଟାଲ, ସ୍କୁଲ ଓ ଜନବସତି ନିକଟରେ ଉଚ୍ଚଶବ୍ଦର ଡିଜେ ବ୍ୟବହାର ରୋକିବାକୁ ସ୍ଥାନୀୟ ଲୋକେ ପ୍ରଶାସନ ଓ ପୁଲିସର ଦୃଷ୍ଟି ଆକର୍ଷଣ କରିଛନ୍ତି।

News Comment

You Might Also Like

BACK TO TOP