Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

"ସଂସ୍କୃତ ଦିବସ ପାଳିତ `ହୋଇଛି ବେଗୁନିଆପଡା କାଣ୍ଟା ବାଳିକା ଉଚ୍ଚ ବିଦ୍ୟାଳୟ ରେ ପାଳିତ ||

19-Sep-2026

ବେଗୁନିଆପଡା କାଣ୍ଟା ବାଳିକା ବିଦ୍ୟାଳୟ ଠାରେ "ସଂସ୍କୃତ ଦିବସ" ପାଳିତ l

ଓଡିଶା ଜନମତ, ବେଗୁନିଆପଡା :19/09/26 :

ଭଞ୍ଜ କିଶୋର ମହାରଣା l

ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡା ସ୍ଥିତ କlଣ୍ଟା ବାଳିକା ବିଦ୍ୟାଳୟଠାରେ ଉତ୍କଳ ସଂସ୍କୃତ ଶିକ୍ଷକ ସଂଘ ବେଗୁନିଆପଡା ବ୍ଲକ ତରଫରୁ "ସଂସ୍କୃତ ଦିବସ ଉତ୍ସବ "ପାଳନ କରାଯାଇଛି l ଉକ୍ତ ଉତ୍ସବରେ ଉତ୍କଳ ସଂସ୍କୃତ ଶିକ୍ଷକ ସଂଘର ପ୍ରାନ୍ତ କାର୍ଯ୍ୟକାରିଣୀ ସଦସ୍ୟ ମାନନୀୟ ଶ୍ରୀଯୁକ୍ତ  ଲମ୍ବୋଦର ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂସ୍କୃତ ସାହିତ୍ୟର ବିଶ୍ୱକୁ ଅତୁଳନୀୟ ଅବଦାନ ଓ ସଂଘ ଦ୍ୱାରା ସଂସ୍କୃତ ଶିକ୍ଷକଙ୍କ ସମସ୍ୟା ସମାଧାନ ଉପରେ ବକ୍ତବ୍ୟ ରଖିଥିଲେ l ସଂସ୍କୃତ ଭାଷା ସାହିତ୍ୟ କୁ ଭଲ ପାଉଥିବା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଦୀପ କୁମାର ଶତପଥୀ ସମ୍ମାନିତ ଅତିଥି ଭାବେ ନିଜ ବକ୍ତବ୍ୟରେ ଭାରତୀୟ ଭାଷା ସାହିତ୍ୟ ଅଭିବୃଦ୍ଧିରେ ସଂସ୍କୃତ ଭାଷାର ଅବଦାନ ଉପରେ ଆଲୋକପlତ କରିଥିଲେ l ବ୍ଲକ ସଭାପତି ଶ୍ରୀଯୁକ୍ତ ଉମେଶ ଚନ୍ଦ୍ର ଦାଶ ସଭା ପରିଚାଳନା,ବ୍ଲକ ଉପସଭାପତି ଶ୍ରୀଯୁକ୍ତ ପ୍ରବୋଦ୍ଧ ଚନ୍ଦ୍ର ମୁଦ୍ରା ସ୍ୱାଗତ ଭାଷଣ ଓ ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦlଶ ବିବରଣୀ ପାଠ ଓ କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ଶେଷରେ ବିଦ୍ୟାଳୟ ଛାତ୍ରୀ ମାନଙ୍କଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା l

News Comment

You Might Also Like

BACK TO TOP