Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ନୃସିଂହ ନାଥ ଙ୍କ ପୀଠରେ ପ୍ରଧାନମନ୍ତ୍ରୀ ଙ୍କ 76ତମ ଜନ୍ମ ଦିନରେ ଦୀପ ପ୍ରଜ୍ବଳନ କଲେ ନେତା, କର୍ମୀ |

20-Sep-2026

ଦେଶର ମଙ୍ଗଳ ଓ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ନେତା ଓ କର୍ମୀ ମାନେ | 
ଓଡିଶା ଜନମତ ବରଗଡ଼ - ମନୋହର ଦାଶ;-------
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ନୃସିଂହନାଥ ପୀଠରେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ଦୀପଦାନ କାର୍ଯ୍ୟକ୍ରମ ଶୁକ୍ରବାର ଶ୍ରଦ୍ଧା ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପୀଠ ପରିସରରେ ଶତାଧିକ ଦୀପ ପ୍ରଜ୍ଜ୍ୱଳିତ ହେବା ସହ ସମଗ୍ର ପରିବେଶ ଆଲୋକମୟ ହୋଇଉଠିଥିଲା । କାର୍ଯ୍ୟକ୍ରମରେ ଉପସ୍ଥିତ ଭକ୍ତ ଓ ଶ୍ରଦ୍ଧାଳୁ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ସମେତ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ସମୂହ ଦୀପ ପ୍ରଜ୍ଜ୍ୱଳନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ, ସୁସ୍ଥତା ଓ ମଙ୍ଗଳ କାମନା କରିବା ସହ ଦେଶର ଶାନ୍ତି, ସମୃଦ୍ଧି, ଉନ୍ନତି ଓ ସାମାଜିକ ସଦ୍‌ଭାବ ପାଇଁ ପ୍ରାର୍ଥନା କରାଯାଇଥିଲା । ଏହି ଅବସରରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ନୃସିଂହନାଥ କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନଙ୍କ ସମେତ ଗୋବର୍ଦ୍ଧନ ଅଗ୍ରୱାଲ, ସରୋଜ ସାମଲ, ରାଜକିଶୋର ସାହୁ, ସୁରେନ୍ଦ୍ର ପ୍ରତାପ ସିଂ ବରିହା, କୈଳାଶ ଦିଶ୍ରୀ, ସୁଦାମ ଚରଣ ସେଠ, ପୁରନ୍ଦର ସାହୁ, ବଳରାମ ସାହୁ, ଅକ୍ଷୟ ସାହୁ, ପିତବାସ ସାହୁ, ସଞ୍ଜୟ ବେହେରା, ଆଜମ୍ ଖାନ୍, ମହେନ୍ଦ୍ର ନାଏକ, ବୈକୁଣ୍ଠ ସାହୁ, ଦିବ୍ୟ ହଂସ ଓ ସରୋଜ ମିର୍ଜାଙ୍କ ସମେତ ବହୁ ଭକ୍ତ ଓ ଶ୍ରଦ୍ଧାଳୁ ଯୋଗଦେଇଥିଲେ ।

News Comment

You Might Also Like

BACK TO TOP