Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ନଦୀ ସ୍ରୋତ ରେ ଭାସିଗଲା +3ଛାତ୍ର ଙ୍କ ଜୀବନ |

20-Sep-2026

ଯୁକ୍ତ ୩ ଛାତ୍ର ର ସଲୀଳ ସମାଧୀ।

ଓଡିଶା ଜନ ମତ, ବ୍ରହ୍ମପୁର,  କୃଷ୍ଣ ଚନ୍ଦ୍ର ଚୌଧୁରୀ :-----

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ତାରାତାରିଣୀ ମହାବିଦ୍ୟାଳୟରେ ଅଧ୍ୟୟନ ରତ ଯୁକ୍ତ ତିନି ଛାତ୍ର ସୁମିତ୍ କୁମାର ମିଶ୍ର ରୁଷିକୁଲ୍ୟା ନଦୀର ସ୍ରୋତରେ ଭାସି ପ୍ରାଣ ହରାଇଛନ୍ତି। ମୃତ ଛାତ୍ରଙ୍କ ଘର ନିକଟସ୍ଥ ଖଣ୍ଡଦେଉଳି ପଞ୍ଚାୟତ ଝରାକୁଆଳି ଗ୍ରାମରେ ଓ ସେ କିଛି ସାଙ୍ଗ ମାନଙ୍କ ସହିତ କଲେଜ ର ଗଣେଶ ମୁର୍ତ୍ତି ବିସର୍ଜନ ପାଇଁ ପ୍ରତାପପୁର ନିକଟସ୍ଥ ରୁଷିକୁଲ୍ୟା ନଦୀକୁ ଯାଇଥିଲେ। ଏହି ସମୟରେ ୩ ଜଣ ଛାତ୍ର ଅସାବଧାନତା ବଶତଃ ନଦୀ ଭିତରକୁ ଖସି ଯାଇଥିଲା ବେଳେ ସାଙ୍ଗମାନଙ୍କ ସହଯୋଗ ରେ ଦୁଇ ଜଣ ଉଦ୍ଧାର ହୋଇଥିଲେ। କିନ୍ତୁ ସୁମିତ୍ ଗଭୀର ପାଣିରେ ବୁଡି ଯାଇ ତାର ପତା ମିଳିଲା ନାହିଁ। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ନଦୀ ସାରା ଖୋଜି ଖୋଜି ନୟାନ୍ତ ହୋଇ ଯାଇଥିଲେ। ପରବର୍ତ୍ତୀ ସମୟରେ ସୁମିତ୍ ର ମରଶରୀର ନିକଟସ୍ଥ ଅନ୍ୟ ଏକ ସ୍ଥାନ ବୁଦାରେ ଲାଗିଥିବା ଅବସ୍ଥାରେ ତାକୁ ଉଦ୍ଧାର କରାଯାଇଥିଲା। ଏହି ଭଳି ସମ୍ବେଦନଶୀଳ ଖବର ସାରା ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଖବର ପାଇ ତହସିଲଦାର ବିନୋଦ ବେହେରା, ଅତିରିକ୍ତ ତହସିଲଦାର ଓ କର୍ମଚାରୀ, ପୋଲିସ, କଲେଜ ଛାତ୍ର, ଛାତ୍ରୀ ଓ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଦୁଃଖ ପ୍ରକାଶ କରିଛନ୍ତି। ପୋଲିସ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP