Breaking News

ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||     

9979 ପରୀକ୍ଷାର୍ଥୀ ବେଗୁନିଆପଡା ବ୍ଲକରେ "ଉଲ୍ଲାସ କାର୍ଯ୍ୟକ୍ରମ ରେ ପରୀକ୍ଷା ଦେଲେ ||

20-Sep-2026

ବେଗୁନିଆପଡା ବ୍ଲକରେ `ଉଲ୍ଲାସ` କାର୍ଯ୍ୟକ୍ରମରେ ପରୀକ୍ଷା ଦେଲେ 9979 ପରୀକ୍ଷାର୍ଥୀ l

ଓଡିଶା ଜନମତ,ବେଗୁନିଆପଡା: 20/09/26 :

ଭଞ୍ଜ କିଶୋର ମହାରଣା l

ଶିକ୍ଷାରୁ ବଞ୍ଚିତ ବୟସ୍କମାନଙ୍କୁ ଆଜୀବନ ଶିକ୍ଷାର ସୁଯୋଗ ଦେବା ଉଧ୍ୟେଶରେ ସମସ୍ତ ଗ୍ରାମରେ ଚାଲିଥିବା ଉଲ୍ଲାସ କାର୍ଯ୍ୟକ୍ରମକୁ ରୂପାୟନ କରିବା ପାଇଁ ନିଆଯାଇଥିବା ପଦକ୍ଷେପକୁ ସାକାର କରିବା ପାଇଁ ଆଜି ବେଗୁନିଆପଡା ବ୍ଲକରେ 12 ଟି କ୍ଲଷ୍ଟରର 125 ଟି କେନ୍ଦ୍ରରେ 9979 ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ 4557 ଜଣ ପୁରୁଷ ପରୀକ୍ଷାର୍ଥୀ ହୋଇଥିବା ବେଳେ 5422 ଜଣ ମହିଳା ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ l  ପନ୍ଦର (15) ବର୍ଷର ବା ତା` ଠାରୁ ଉର୍ଦ୍ଧ ବୟସ୍କ ନିରକ୍ଷର ବ୍ୟକ୍ତିଙ୍କୁ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ପ୍ରଦାନ କରି ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ଏହି ଉଲ୍ଲାସ କାର୍ଯ୍ୟକ୍ରମର ମୂଳଲକ୍ଷ ବୋଲି ବେଗୁନିଆପଡା ବି ଇ ଓ ରୁଦ୍ର ନାରାୟଣ ସାହୁ ପ୍ରକାଶ କରିଛନ୍ତି l ଶ୍ରୀ ସାହୁଙ୍କ ତତ୍ୱାବଧାନରେ ଏହି ପରୀକ୍ଷା ହୋଇଥିବା ବେଳେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଏହାକୁ ପରିଦର୍ଶନ କରିଥିଲେ। ବିଭିନ୍ନ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ଆଜି ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏବିଇଓ ଜ୍ୟୋତିର୍ମୟୀ ନନ୍ଦ ଓ ରବୀନ୍ଦ୍ର ନାଥ ଶବରଙ୍କ ସମେତ 18 ଜଣ ଅଧିକାରୀ  କାର୍ଯ୍ୟକ୍ରମକୁ ତଦାରଖ କରିଥିଲେ।

News Comment

You Might Also Like

BACK TO TOP