Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ତାରାତାରିଣୀ ମହାବିଦ୍ୟାଳୟ ରେ ନିଶାମୁକ୍ତ ଭାରତ ଏକଶହ ସପ୍ତାହ କାର୍ଯ୍ୟକ୍ରମ ଉଦଘାଟିତ ||

20-Sep-2026

ତାରା ତାରିଣୀ ମହାବିଦ୍ୟାଳୟରେ ‘ନିଶା ମୁକ୍ତ ଭାରତ ୧୦୦ ସପ୍ତାହ ଅଭିଯାନ’ ଉଦ୍ଘାଟିତ

 ଓଡିଶା ଜନ ମତ,ପୁରୁଷୋତ୍ତମପୁର,  ଶୁଭଙ୍କର ଦାଶ :---

ତାରା ତାରିଣୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (NSS) ପକ୍ଷରୁ ‘ନିଶା ମୁକ୍ତ ଭାରତ ୧୦୦ ସପ୍ତାହ ଅଭିଯାନ’ର ଉଦ୍ଘାଟନୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। NSS ବ୍ରହ୍ମପୁର ବ୍ୟୁରୋର କାର୍ଯ୍ୟକ୍ରମ ସଂଯୋଜକ ଡଃ ଶଙ୍କର୍ଷଣ ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ NSS ମହିଳା ବିଭାଗର କାର୍ଯ୍ୟକ୍ରମ ଅଧିକାରୀ ଡଃ ସ୍ୱାଗତିକା ଦାଶଙ୍କ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ଦାଶ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ତହସିଲଦାର ଶ୍ରୀ ବିନୋଦ କୁମାର ବେହେରା ନିଶା ବିରୋଧୀ ସଚେତନତା ସୃଷ୍ଟିରେ ଯୁବସମାଜର ଭୂମିକା ଉପରେ ଆଲୋକପାତ କରିଥିଲେ। ଆଇଆଇସି ଶ୍ରୀ କୁଳମଣି ସେଠୀ ନିଶା ନିବାରଣ ସମ୍ପର୍କିତ ଆଇନ, ବିଭିନ୍ନ ଧାରା ଓ ଦଣ୍ଡବିଧାନ ବିଷୟରେ ସଚେତନ କରାଇଥିଲେ।
ରିସୋର୍ସ ପର୍ସନ ମେଡିକାଲ ଅଫିସର ଶ୍ରୀ ପ୍ରଶାନ୍ତ କୁମାର ବେହେରା ନିଶାସେବନର ସ୍ୱାସ୍ଥ୍ୟଗତ କୁପ୍ରଭାବ, ଏହାର ପ୍ରତିରୋଧ ଏବଂ ନିଶା ନିବାରଣର ବିଭିନ୍ନ ଦିଗ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଅବସରରେ NSS ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ନିଶା ବିରୋଧୀ ସଚେତନତାମୂଳକ ନାଟକ ପରିବେଷଣ କରାଯାଇଥିଲା।
କାର୍ଯ୍ୟକ୍ରମର ଶେଷରେ ଡଃ ପ୍ରକାଶ ବେହେରା ଉପସ୍ଥିତ ଅତିଥି, ଅଧ୍ୟାପକ-ଅଧ୍ୟାପିକା, NSS ସ୍ୱେଚ୍ଛାସେବୀ ଓ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବସମାଜ ମଧ୍ୟରେ ସଚେତନତା ଓ ସାମାଜିକ ଦାୟିତ୍ୱବୋଧ ବୃଦ୍ଧି କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ପ୍ରକାଶ ପାଇଥିଲା।

News Comment

You Might Also Like

BACK TO TOP