Breaking News

ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||     

ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||

22-Sep-2026

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି: ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ
ଓଡିଶା ଜନମତ,ବାଲିଗୁଡ଼ା, ୧୯/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ  : ----କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶନିବାର “ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ” ଅଧ୍ୟକ୍ଷ ଡକ୍ଟର ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ “ବ୍ୟକ୍ତିତ୍ୱ ବିକାଶ” ବିଷୟକୁ ନେଇ ଛାତ୍ରୀମାନଙ୍କୁ ସଚେତନ କରାଯିବା ସହ ଜୀବନରେ ସଫଳତା ହାସଲ ପାଇଁ ଆବଶ୍ୟକ ବିଭିନ୍ନ ଗୁଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ବିଷୟ ବିଶାରଦ ଭାବେ ଉଦ୍ୟାନ କୃଷି ଅଧିକାରୀ  ନିରଞ୍ଜନ ଦ୍ୱିବେଦୀ ଏବଂ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ବରିଷ୍ଠ ଅଧ୍ୟାପକ ସରୋଜ କୁମାର ପାଠୀ ଯୋଗ ଦେଇ ବ୍ୟକ୍ତିତ୍ୱ ବିକାଶର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଏଥିସହ ଓଡ଼ିଆ ବିଭାଗର ଅଧ୍ୟାପିକା ସ୍ନେହଲତା ମାଝୀ ଏବଂ ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପିକା ସୁଶ୍ରୀ ବର୍ଷାରାଣୀ ସୁନ୍ଦରା ମଧ୍ୟ ନିଜର ମୂଲ୍ୟବାନ ଅଭିଭାଷଣ ରଖିଥିଲେ। ଆଲୋଚକ ମାନେ କହିଥିଲେ ଯେ, କେବଳ ଶିକ୍ଷାଗତ ଯୋଗ୍ୟତା ନୁହେଁ, ବ୍ୟକ୍ତିତ୍ୱର ସାମଗ୍ରିକ ବିକାଶ ପାଇଁ ଧୈର୍ଯ୍ୟ, ବହୁପାଠୀ ହେବା, ସମୟାନୁବର୍ତ୍ତିତା, ଉତ୍ତମ ଚରିତ୍ର ଓ ଭଲ ଶ୍ରୋତା ହେବାର ଗୁଣ ଅତ୍ୟନ୍ତ ଆବଶ୍ୟକ। ଏହି ଗୁଣଗୁଡ଼ିକୁ ନିରନ୍ତର ଅଭ୍ୟାସ ଓ ପ୍ରୟାସ ମାଧ୍ୟମରେ ନିଜ ଜୀବନରେ ଅନୁସରଣ କଲେ ବ୍ୟକ୍ତିତ୍ୱର ବିକାଶ ସହ ଆତ୍ମବିଶ୍ୱାସ ମଧ୍ୟ ବୃଦ୍ଧି ପାଇଥାଏ ବୋଲି ମତ ପ୍ରକାଶ ପାଇଥିଲା l  ଛାତ୍ରୀ ମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ, ସକାରାତ୍ମକ ଚିନ୍ତାଧାରା ଓ ନେତୃତ୍ୱ ଗୁଣ ବିକଶିତ କରିବାରେ ଏଭଳି ସଚେତନତା କାର୍ଯ୍ୟକ୍ରମ ପ୍ରେରଣାର ଉତ୍ସ ହେବ ବୋଲି ମତ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଛାତ୍ରୀ ଅଂଶଗ୍ରହଣ କରି ଆଲୋଚନାରୁ ଉପକୃତ ହୋଇଥିଲେ। ଶେଷରେ କାର୍ଯ୍ୟକ୍ରମର ଆୟୋଜିକା ଅଧ୍ୟାପିକା ଶ୍ରୀମତୀ ସୁଲୋଚନା କହଁର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP