Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବିଭିନ୍ନ ବିଦ୍ୟାଳୟ ରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ପରୀକ୍ଷା ଅନୁଷ୍ଠିତ |

22-Sep-2026

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ଓଡିଶା ଜନମତ, ବାଲିଗୁଡ଼ା, ତା, ୨୧/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ: -----

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଅଧୀନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା ଅନୁଷ୍ଠିତ ହୋଇଛି। ବ୍ଲକର ୧୬ଟି କ୍ଲଷ୍ଟରରେ ଏହି ପରୀକ୍ଷା ଆୟୋଜିତ ହୋଇଥିବା ବେଳେ ପ୍ରାୟ ୧୮୦୦ରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଏଥିରେ ଅଂଶ ଗ୍ରହଣ କରିଥିଲେ। ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସମେତ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା ଓ ପଦ୍ମଲୋଚନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ପରୀକ୍ଷା ପରିଚାଳିତ ହୋଇଥିଲା। ୧୬ଟି କ୍ଲଷ୍ଟରରେ ନିୟୋଜିତ ସିଆରସିସି, ପରୀକ୍ଷା ପରିଚାଳନାରେ ନିୟୋଜିତ ଇନଭିଜିଲେଟର ଓ ସ୍ୱେଚ୍ଛାସେବୀ ଶିକ୍ଷକ ମାନେ ପରୀକ୍ଷାକୁ ସୁଚାରୁରୂପେ ପରିଚାଳନା କରିଥିଲେ। ବିଶେଷ କରି ଅଧାରୁ ପାଠପଢ଼ା ଛାଡ଼ିଥିବା ଶିକ୍ଷାର୍ଥୀ ତଥା ସାଧାରଣ ଜନତାଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ କରିବା ଓ ସେମାନଙ୍କ ମଧ୍ୟରେ ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ବିକାଶ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।
ପରୀକ୍ଷା ଚାଲିଥିବା ବିଭିନ୍ନ କେନ୍ଦ୍ରକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ ପରିଦର୍ଶନ କରି ପରୀକ୍ଷା ପରିଚାଳନା ବ୍ୟବସ୍ଥା ତଦାରଖ କରିଥିଲେ। ପରୀକ୍ଷା ଶେଷ କରିଥିବା ଶିକ୍ଷାର୍ଥୀମାନଙ୍କୁ ସେମାନେ ଶିକ୍ଷାର ଗୁରୁତ୍ୱ ଓ ଜୀବନରେ ଏହାର ଆବଶ୍ୟକତା ସମ୍ପର୍କରେ ବୁଝାଇଥିଲେ। ଏଥିସହ ବ୍ଲକର ସମସ୍ତ ସିଆରସିସି ମଧ୍ୟ ବିଭିନ୍ନ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରୀକ୍ଷା ପରିଚାଳନାର ତଦାରଖ କରିଥିଲେ। ଶିକ୍ଷାରୁ ବଞ୍ଚିତ କିମ୍ବା ଅଧାରୁ ପାଠପଢ଼ା ଛାଡ଼ିଥିବା ଲୋକଙ୍କୁ ପୁନର୍ବାର ଶିକ୍ଷାର ପରିସରକୁ ଆଣିବା ଦିଗରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ବୋଲି ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

News Comment

You Might Also Like

BACK TO TOP