Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବାଲିଗୁଡାବ୍ଳକ ରେ ବିଜେଡି ର 10ଜଣିଆ ସଦସ୍ୟ ଶଙ୍ଖ ଭବନ ରୁ ମନୋନୀତ |

22-Sep-2026

ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ
ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ

ଓଡିଶା ଜନମତ, ବାଲିଗୁଡ଼ା, ତା, ୨୧/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ : -----

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ମଣ୍ଡଳୀରେ ଦଳୀୟ ସଙ୍ଗଠନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ପୁନର୍ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ବାଲିଗୁଡ଼ା ବିଧାନସଭା ମଣ୍ଡଳୀ ପାଇଁ ଏକ ସମନ୍ୱୟ କମିଟି ଗଠନ କରାଯାଇଛି।
ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ କମିଟିର ଆବାହକ ଦାୟିତ୍ୱ ଦିଆଯାଇଛି। ସେହିପରି ପୂର୍ବତନ ବିଧାୟକ ରାଜୀବ ପାତ୍ର ଙ୍କୁ ତୁମୁଡିବନ୍ଧ ବ୍ଲକ ଦାୟିତ୍ୱ ଦିଆଯାଇଥିବା ବେଳେ , ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ ଙ୍କୁ ବାଲିଗୁଡା ବ୍ଲକ , ବରିଷ୍ଠ ନେତା କ୍ଲେଶ ପ୍ରଧାନ ଙ୍କୁ ବାଲିଗୁଡା ବ୍ଲକ , ମଦନ ମୋହନ ପ୍ରଧାନ ଙ୍କୁ କ. ନୂଆଗାଁ ବ୍ଲକ , ସୁଶାନ୍ତ କହଁର ଙ୍କୁ କୋଟଗଡ ବ୍ଲକ , ସୁରେନ୍ଦ୍ର ପରାସେଠ ଙ୍କୁ ତୁମୁଡିବନ୍ଧ ବ୍ଲକ , ବିଜୟ ପ୍ରଧାନଙ୍କୁ କୋଟଗଡ ବ୍ଲକ, ବୃନ୍ଦାବନ ଦିଗାଲ ଙ୍କୁ କ. ନୂଆଗାଁ ବ୍ଲକ  ଓ ଶ୍ରୀନିବାସ ରାଓଙ୍କୁ ବାଲିଗୁଡା ଏନ ଏ ସି ର କମିଟି ସଦସ୍ୟ ଭାବେ ସାମିଲ କରାଯାଇଛି। ବାଲିଗୁଡା ବିଧାନସଭା ମଣ୍ଡଳୀର ବିଭିନ୍ନ ଅଞ୍ଚଳରେ ଦଳର ସାଙ୍ଗଠନିକ କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା, ନେତା ଓ କର୍ମୀଙ୍କ ମଧ୍ୟରେ ସମନ୍ୱୟ ବଢ଼ାଇବା ସହ ତୃଣମୂଳସ୍ତରରେ ସଙ୍ଗଠନକୁ ସକ୍ରିୟ କରିବା ଦିଗରେ କମିଟି କାର୍ଯ୍ୟ କରିବ ବୋଲି ଜଣାପଡ଼ିଛି। ଆବଶ୍ୟକ ସ୍ଥଳେ ଅନ୍ୟ ନେତାମାନଙ୍କୁ ସ୍ୱତନ୍ତ୍ର ଭାବେ କମିଟିର ବୈଠକକୁ ନିମନ୍ତ୍ରଣ କରିବା ପାଇଁ ଜିଲ୍ଲା ସଭାପତିଙ୍କୁ କ୍ଷମତା ପ୍ରଦାନ କରାଯାଇଛି। ଏନେଇ ରବିବାର ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୬ ମାର୍ଚ୍ଚରେ ରାଜ୍ୟସଭା ନିର୍ବାଚନ ସମୟରେ ଦଳୀୟ ହ୍ୱିପ୍‌ ଉଲ୍ଲଂଘନ ଓ କ୍ରସ୍‌ଭୋଟିଂ ଅଭିଯୋଗକୁ ନେଇ ବିଜେଡି ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ସମେତ ୬ ଜଣ ବିଧାୟକଙ୍କୁ ଦଳରୁ ନିଲମ୍ବନ କରିଥିଲା।  ପରବର୍ତ୍ତୀ ସମୟରେ ଏହି ଘଟଣାକୁ ନେଇ ଦଳୀୟ ସଙ୍ଗଠନରେ ପ୍ରଭାବ ପଡ଼ିଥିବା ଚର୍ଚ୍ଚା ମଧ୍ୟରେ ବାଲିଗୁଡ଼ା ପାଇଁ ଏହି ନୂଆ ସମନ୍ୱୟ କମିଟି ଗଠନକୁ ଗୁରୁତ୍ୱ ଦିଆଯାଉଛି। ଆଗାମୀ ଦିନରେ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଦଳୀୟ ଭିତ୍ତିଭୂମିକୁ ପୁଣି ମଜଭୁତ କରିବା ଏବଂ ତୃଣମୂଳସ୍ତରରେ କର୍ମୀଙ୍କୁ ଏକଜୁଟ କରିବା ଦିଗରେ ଏହି କମିଟି କେତେଦୂର ସଫଳ ହେବ, ତାହା ଉପରେ ଏବେ ଦଳୀୟ ମହଲର ନଜର ରହିଛି।

News Comment

You Might Also Like

BACK TO TOP