Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବରିଷ୍ଠ ପିସିସି ସଦସ୍ୟ ଙ୍କ ଧର୍ମ ପ୍ରାଣ ମହିଳା ଙ୍କ ଦ୍ୱାଦଶାହ ରେ ଦେଲେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି |

22-Sep-2026

ଧର୍ମପ୍ରାଣ ମହିଳାଙ୍କ ଦ୍ଵାଦଶାହରେ ବରିଷ୍ଠ ପିସିସି ସଦସ୍ୟଙ୍କ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି l

ଓଡିଶା ଜନମତ, ବେଗୁନିଆପଡା : 22/09/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତ ଗୋପାଳପୁର ସାହିର ଜନୈକ ଧର୍ମ ପରାୟଣା ମହିଳାଙ୍କ ମଙ୍ଗଳବାର ଦ୍ଵାଦଶାହରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବରିଷ୍ଠ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ଭବାନୀ ପ୍ରସାଦ ଜେନା (ବୁଲା ଭାଇ) ଯୋଗଦେଇ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ମହିଳା ଜଣକ ହେଲେ ରେଖା ଡାକୁଆ (85) l ସ୍ବର୍ଗତ ଡାକୁଆ ଏକାଧାରାରେ ଜଣେ ମିଷ୍ଠଭାଷୀ ଓ ପରୋପକାରୀ ଭାବେ ଅଞ୍ଚଳରେ ବେଶ ପରିଚିତ ଥିଲେ l କିଛିଦିନ ଧରି ତାଙ୍କ ଦେହ ଅସୁସ୍ଥ ରହିବାରୁ ସେପ୍ଟେମ୍ବର 11 ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା l ଉକ୍ତ ଦ୍ଵାଦଶାହରେ ଅଞ୍ଚଳ ଏବଂ ଦୂରଦୂରାନ୍ତରୁ ବହୁ ସମ୍ନାନିତ ବ୍ୟକ୍ତିବିଶେଷ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବାବେଳେ ସ୍ବର୍ଗତ ଡାକୁଆଙ୍କ ଚାରିପୁଅ ଅଭିମନ୍ୟୁ, ଜୟରାମ, ମହେଶ୍ୱର, ବିଶ୍ୱନାଥ, ଚାରିବୋହୁ ଏବଂ ନାତିନାତୁଣୀ ସମେତ ଭାନ୍ଧୁବାନ୍ଧବ ଯୋଗଦେଇ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP