Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଅଜା ଘରକୁ ଆସି ଖେକୁଥିଲା ବେଳେ ପାଖରେ ଥିବା ପୋଖରୀ ରେ ପଡ଼ି ଚାଲିଗଲା ଜୀବନ ||

23-Sep-2026

 ଖୁସି ପାଇଁ ଅଜଘରକୁ  ଆସିଥିଲା ନାତୁଣୀ , ଖେଳୁଥିଲା ବେଳେ ପୋଖରୀ  ରେ ବୁଡି ଚାଲିଗଲା ଜୀବନ |

ଓଡିଶା ଜନ ମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା ;-----

 ଅଜା ଘରକୁ ବୁଲିବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜଣେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ପୋଲସରା ଥାନା ଅନ୍ତର୍ଗତ ଚିରିକିପଡ଼ା ଶାସନ ଗ୍ରାମ ଘୋଡ଼ାସାହିର ଗୋରା ପ୍ରଧାନ ଓ ଧରିତ୍ରୀ ପ୍ରଧାନଙ୍କ ଝିଅ ସାନ୍‌ଭି ପ୍ରଧାନ। ସୂଚନା ଅନୁଯାୟୀ, ସାନ୍‌ଭି କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବି.ନୂଆପଲ୍ଲୀ ଗ୍ରାମରେ ରହୁଥିବା ତାଙ୍କ ଅଜା ପ୍ରଭାକର ପ୍ରଧାନଙ୍କ ଘରକୁ ବୁଲିବାକୁ ଯାଇଥିଲେ। ଶନିବାର ଖେଳୁଥିବା ସମୟରେ ଘର ନିକଟସ୍ଥ ପୋଖରୀରେ ପଡ଼ି ବୁଡ଼ିଯାଇଥିବା ଜଣାପଡ଼ିଛି। ଘଟଣା ଜଣାପଡ଼ିବା ପରେ ପରିବାର ଲୋକେ ସାନ୍‌ଭିଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ପାଇଁ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ହୃଦୟବିଦାରକ ଘଟଣା ପରେ ମେଡିକାଲ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।କୋମଳ ବୟସରେ ସାନ୍‌ଭିଙ୍କ ଏଭଳି ଅକାଳ ବିୟୋଗ ପରିବାର ଓ ସମ୍ପର୍କୀୟଙ୍କୁ ଗଭୀର ଶୋକରେ ବୁଡ଼ାଇ ଦେଇଛି। ପରିବାର ପକ୍ଷରୁ ଟିକେ ଅବହେଳା ଓ ଅସାବଧାନତା ଯୋଗୁଁ ଏକ କୋମଳ ଶିଶୁର ଜୀବନଦୀପ ଲିଭିଯାଇଥିବା ନେଇ ଅଞ୍ଚଳରେ ଆଲୋଚନା ହେଉଛି। ଶିଶୁଙ୍କୁ ଏଭଳି ବିପଦପୂର୍ଣ୍ଣ ସ୍ଥାନ ନିକଟରେ ଖେଳିବାକୁ ନଦେଇ ଅଭିଭାବକମାନେ ସତର୍କ ରହିବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି।ଏନେଇ କବିସୂର୍ଯ୍ୟନଗର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହେବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି।

News Comment

You Might Also Like

BACK TO TOP