Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ବ୍ରହ୍ମପୁର ମଣ୍ଡଳ କାରାଗାର ରେ ବନ୍ଦିକ ଆତ୍ମହତ୍ୟା |

23-Sep-2026

ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀଙ୍କ ଆତ୍ମହତ୍ୟା।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :----

ଗତକାଲି ସନ୍ଧ୍ୟାରେ ମଣ୍ଡଳ କାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ଆତ୍ମହତ୍ୟା କରିଛି ତାର ନାମ ଶାନ୍ତନୁ କୁମାର ପାତ୍ର ଓରଫ ସୁନୀଲ କୁମାର ସ୍ବାଇଁ ବୋଲି ଜଣାପଡିଛି।ସେ ବାଲେଶ୍ଵର ଜିଲ୍ଲାର ମୁଳ ବାସିନ୍ଦା ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅନ୍ତର୍ଗତ ମାଣିକ ପୁରରେ ରହୁଥିଲେ।ଗତ ୨୦୨୫ ମସିହାରେ ଏକ ହତ୍ୟା ଓ ହତ୍ୟା ଉଦ୍ୟମ ମାମଲା ରେ ଛନ୍ଦି ହୋଇ ବିଚାରାଧୀନ ବନ୍ଦୀ ଭାବେ ଜେଲରେ ରହୁଥିଲେ। ଗତକାଲି ସେ ଶୌଚ ହେବା ପାଇଁ ଶୌଚାଳୟ କୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ନ ଫେରିବାରୁ ଜେଲ୍ ୱାର୍ଡେନ୍ ଯାଞ୍ଚ କରିବା ବେଳେ ସେ ବେକରେ ଗାମୁଛା ବାନ୍ଧି କାଠ ବିମରେ ଝୁଲୁଥିବା ଅବସ୍ଥାରେ ତାକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ଡ଼ାକ୍ତର ମୃତ ଘୋଷଣା କରିଥିଲେ। ଖବର ବୈଦ୍ୟନାଥ ପୁର ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ପରିବାର ଲୋକଙ୍କୁ ସୁଚନା ଦେଇଛନ୍ତି। ଆଜି ବ୍ୟବଚ୍ଛେଦ ହେବ ବୋଲି ଜଣାପଡିଛି।

News Comment

You Might Also Like

BACK TO TOP