Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଚନ୍ଦନ ପୁର ପୋଖରୀରେ ବୁଡି ଵୃଦ୍ଧଙ୍କ ମୃତ୍ୟୁ |

24-Sep-2026

ଚନ୍ଦନପୁର ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ l

ଓଡିଶା ଜନମତ, ବେଗୁନିଆପଡା :24/09/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅନ୍ତର୍ଗତ ଚନ୍ଦନପୁର ଠାରେ ଏକ ଅଭାବନୀୟ ଘଟଣାକ୍ରମେ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି l ମୃତକ ଜଣକ ହେଲେ ଚନ୍ଦନପୁର ଗ୍ରାମର ଗନ୍ତେଇ ପ୍ରଧାନ (65) l ପ୍ରାପ୍ତସୂଚନା ଅନୁଯାୟୀ ବୁଧବାର ମଧ୍ୟରାତ୍ର ପ୍ରାୟ 3 ଟା ବେଳେ ସେ ଗ୍ରାମର ପୁରୁଣାବନ୍ଧ ପୋଖରୀକୁ ଶୌଚ ହେବାପାଇଁ ଯାଇ ଗୋଡ଼ଖସି ବୁଡ଼ିଯାଇଥିଲେ l ଘରକୁ ଫେରିବା ବିଳମ୍ବ ଦେଖି ତାଙ୍କ ପୁଅ ଖୋଜିବାକୁ ଆସି ନପାଇ ଫେରିଯାଇଥିଲେ l ଗୁରୁବାର ପ୍ରାତଃରେ ମହିଳା ମାନେ ସ୍ନାନ କରୁଥିବା ବେଳେ ଏକ ଶବ ଭାସୁଥିବା ଦେଖିବାକୁ ପାଇଲେ l ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମରାଶରୀରକୁ ଉଦ୍ଧାର କରି କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ l ସେଠାରେ ଡାକ୍ତର ତାଙ୍କୁ ମୃତଘୋଷଣା କଲାପରେ ଶବ ବ୍ୟବଚ୍ଛେଦ ପାଇଁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର କରାଯାଇଛି l ମୃତକଙ୍କ ସ୍ତ୍ରୀ,ଦୁଇପୁଅ ଓ ଜଣେ ଝିଅ ଅଛନ୍ତି l ଏପଟେ ବେଗୁନିଆପଡା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି l

News Comment

You Might Also Like

BACK TO TOP