Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ପୂର୍ବତନ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଗନ୍ଧମାର୍ଦ୍ଧନ ପର୍ବତ ର ସୁରକ୍ଷା ପାଇଁ ||

24-Sep-2026

ଗନ୍ଧମାର୍ଦ୍ଧନ ପର୍ବତର ସୁରକ୍ଷା ପାଇଁ ଦୃଢ଼ ଦାବି କଲେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି 
ଓଡିଶା ଜନମତ  ବରଗଡ଼ - ମନୋହର ଦାଶ:-----
ଓଡ଼ିଶାର ପ୍ରସିଦ୍ଧ ଐତିହାସିକ, ପ୍ରାକୃତିକ ଏବଂ ଆଧ୍ୟାତ୍ମିକ କ୍ଷେତ୍ର ଗନ୍ଧମାର୍ଦ୍ଧନ ପର୍ବତମାଳାର ସୁରକ୍ଷା ପାଇଁ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଗଭୀର ଚିନ୍ତା ପ୍ରକଟ କରିବା ସହ ଏହାର ସଂରକ୍ଷଣ ପାଇଁ ଦୃଢ଼ ଦାବି କରିଛନ୍ତି। ପଶ୍ଚିମ ଓଡ଼ିଶାର ପ୍ରାଣକେନ୍ଦ୍ର ତଥା ବରଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ସଂଯୋଗ କରୁଥିବା ଏହି ପବିତ୍ର ପର୍ବତର ପରିବେଶ ଏବଂଜୈବବିବିଧତାକୁ ରକ୍ଷା କରିବା ପାଇଁ ସେ ଏକ ଜରୁରୀ ପଦକ୍ଷେପ ଗ୍ରହଣ କରିବାକୁ ସରକାରଙ୍କୁ ଅନୁରୋଧ କରିଛନ୍ତି। ଗନ୍ଧମାର୍ଦ୍ଧନ ପର୍ବତ କେବଳ ଏକ ପାହାଡ଼ ନୁହେଁ, ବରଂ ଏହା ଆମର ସାଂସ୍କୃତିକ ପରମ୍ପରା, ଆୟୁର୍ବେଦୀୟ ଔଷଧୀୟ ବୃକ୍ଷବିଶେଷ ଏବଂ ଲକ୍ଷାଧିକ ଲୋକଙ୍କ ଆସ୍ଥାର ପ୍ରତୀକ ନୃସିଂହନାଥ ଓ ହରିଶଙ୍କର ପୀଠର ମୂଳ ଆଧାର ଅଟେ। ପୂର୍ବତନ ସାଂସଦ ଶ୍ରୀ ବିଶି ମତବ୍ୟକ୍ତ କରିଛନ୍ତି ଯେ, ଏହି ଅଞ୍ଚଳର ପ୍ରାକୃତିକ ସନ୍ତୁଳନ ଏବଂ ପରିବେଶକୁ କୌଣସି ପ୍ରକାରେ ବିପନ୍ନ ହେବାକୁ ଦିଆଯିବ ନାହିଁ। ଗନ୍ଧମାର୍ଦ୍ଧନର ସୁରକ୍ଷା ପାଇଁ ସ୍ଥାନୀୟ ଜନସାଧାରଣ ଏବଂ ପ୍ରକୃତି ପ୍ରେମୀମାନେ ଯେପରି ଦୀର୍ଘ ଦିନରୁ ସଂଘର୍ଷ କରିଆସୁଛନ୍ତି, ତାହାକୁ ଗୁରୁତ୍ୱର ସହ ନେଇ ସରକାର ଏହାର ସଂରକ୍ଷଣ ନିମନ୍ତେ ଏକ ସ୍ୱତନ୍ତ୍ର ଓ କଠୋର କାର୍ଯ୍ୟପନ୍ଥା ଗ୍ରହଣ କରନ୍ତୁ ବୋଲି ପଦ୍ମପୁର ଗସ୍ତ ରେ ଆସିଥିବା ବେଳେ ଦାବି ଜଣାଇଛନ୍ତି l ସେହିପରି ରାୟଗଡା ର କୁଟ୍ରୁମାଳି-ସିଜିମାଳି ଅଞ୍ଚଳରେ ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମି ସୁରକ୍ଷା ପାଇଁ ପୂର୍ବତନ ସାଂସଦ ନିରଞ୍ଜନ ବିଶି ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।

News Comment

You Might Also Like

BACK TO TOP