Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

କୋଦଳା ଏନଏସି ସହିତ ଅନ୍ୟାନ୍ୟ ଅଞ୍ଚଳରେ ଗଛପଡି ରାସ୍ତା ଅବରୋଧ |

25-Sep-2026

ପ୍ରବଳ ବର୍ଷାରେ ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ l 
ଚାରିଆଡେ ଜଳାର୍ଣ୍ଣବ ଯୋଗୁଁ ଚିନ୍ତାରେ ଚାଷୀକୁଳ l

ଓଡିଶା ଜନମତ, କୋଦଳା : 25/09/26 :

ନରେନ୍ଦ୍ର ନାଥ ଗୌଡ଼ l

କୋଦଳା ଏନଏସି ସମେତ ଆଖପାଖ ଅଞ୍ଚଳରେ ଗଭୀର ଅବପାତ ଯୋଗୁଁ  4 ଦିନ ଧରି ଲଗାଣ ବର୍ଷା ଓ ପବନ ଲୋକଙ୍କ ଉପରେ ଦାଉ ସାଧିଚି। ବର୍ଷା ଓ ପବନରେ ସକାଶେ ଲୋକଙ୍କ ମନରେ ଭୟର ଦାନା ବାନ୍ଧିଛି l ଗତ ରାତ୍ରରେ ଭୀଷଣ ପବନରେ କୋଦଳା ଠାରୁ କଞ୍ଚଣା ରାସ୍ତାର ଲୁହାଶଙ୍ଖ ନିକଟରେ ମୁଖ୍ୟ ରାସ୍ତା ଉପରେ ବଡ଼ ଗଛ ପଡି ରାସ୍ତା ଅବରୋଧ ହେବା ସହ ଶ୍ରୀରାମ ନଗର ନିକଟରେ ମଧ୍ୟ ଗଛ ପଡି ରାସ୍ତା ଅବରୋଧ ହୋଇଥିଲା l ସେପଟେ କୋଦଳା-ମର୍ଦମେଖ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ  ଗଛ ପଡିବା ସହ କୋଦଳା ଫାଶୀ ରାସ୍ତାରେ ମଧ୍ୟ ଗଛ ପଡି ରାସ୍ତା ଅବରୋଧ ହୋଇଥିଲା। ଅଗ୍ନିଶମ ବିଭାଗ ପହଞ୍ଚି ରାସ୍ତାରୁ ଗଛ ସଫା କରି ରାସ୍ତା ସଫା କରିଥିଲେ। ଅପର ପକ୍ଷରେ ବେଗୁନିଆପଡା ବ୍ଲକର ଅନେକ ଜମିରେ ଓ ନଦୀ ପାର୍ଶ୍ୱରେ ଧାନ ଜମି ଗୁଡିକରେ ପାଣି ଜମିରହିଛି l ଫଳସ୍ୱରୂପ  ଚାଷୀମାନେ ମୁଣ୍ଡରେ ହାତଡେଇ ବସିଛନ୍ତି l

News Comment

You Might Also Like

BACK TO TOP