Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଅଙ୍ଗାର ଙ୍ଗା ଅଗ୍ନିଶ୍ୱର ମନ୍ଦିର ଠାରୁ ପୂର୍ତ୍ତ ବିଭାଗ ରାସ୍ତା ପର୍ଯ୍ୟନ୍ତ ପ୍ରବଳ ବର୍ଷାରେ ଭୁସୁଡ଼ିଲା ଫେଭର ରାସ୍ତା |

25-Sep-2026

ଲଗାଣ ବର୍ଷାରେ ଭୁଶୁଡ଼ିଲା ପେଭର ରାସ୍ତା l 
ନିର୍ମାଣର ଗୁଣବତ୍ତାକୁ ନେଇ ପ୍ରଶ୍ନ l

ଓଡିଶା ଜନମତ, ବେଗୁନିଆପଡା : 25/09/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ଅଗ୍ନିଶ୍ୱର ମନ୍ଦିରଠାରୁ ପୂର୍ତ୍ତ ବିଭାଗ ରାସ୍ତା ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ପେଭର ରାସ୍ତା ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଛି। ମାତ୍ର ଦୁଇ ଦିନର ବର୍ଷାରେ ରାସ୍ତାର ଏଭଳି ଅବସ୍ଥା ଦେଖି ନିର୍ମାଣ କାର୍ଯ୍ୟର ସ୍ଥାୟୀତ୍ୱ ଓ ଗୁଣବତ୍ତାକୁ ନେଇ ଏବେ ପ୍ରଶ୍ନ ଉଠିଛି।ସୂଚନା ଅନୁଯାୟୀ, ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୪ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟରେ ଏହି ରାସ୍ତା ନିର୍ମାଣ ହୋଇଥିଲା। ତେବେ ଏତେ ଟଙ୍କା ବ୍ୟୟରେ ନିର୍ମିତ ରାସ୍ତା ଲଗାଣ ବର୍ଷାର ଚାପ ସହିନପାରି ଭୁଶୁଡ଼ିଯିବା ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିଛି। ଏବେ ପ୍ରଶ୍ନ ଉଠୁଛି, ରାସ୍ତା ନିର୍ମାଣରେ ମାନଦଣ୍ଡ ଅନୁସରଣ କରାଯାଇଥିଲା କି? ଠିକ୍ ଭାବେ ମାଟି ଓ ଏହାର ଆଧାର ପ୍ରସ୍ତୁତ କରାଯାଇଥିଲା କି? ଏବଂ ନିର୍ମାଣ କାର୍ଯ୍ୟର ଗୁଣବତ୍ତା ଯାଞ୍ଚ ହୋଇଥିଲା କି ? ସରକାରୀ ଅର୍ଥରେ ନିର୍ମିତ ଏହି ରାସ୍ତା ଏତେ ଶୀଘ୍ର ନଷ୍ଟ ହେବାର ପ୍ରକୃତ କାରଣ କଣ ? ତାହାର ସଠିକ୍ ତଦନ୍ତ କରାଯାଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି l

News Comment

You Might Also Like

BACK TO TOP