Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

`ନମାମି ଭାରତ ବନ୍ଦେ ମାତରମ " ଶିଶୁମନ୍ଦିର ରେ ପାଳନ ||

25-Sep-2026

ସରସ୍ବତୀ ଶିଶୁ ମନ୍ଦିରରେ ‘ନମାମି ଭାରତ ବନ୍ଦେମାତରମ୍’ ପାଳନ

(ପୁରୁଷୋତ୍ତମପୁର ) – ୨୫.୦୯.୨୦୨୬ ରିଖ  ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ, ବନ୍ଦେମାତରମ୍ ରାଷ୍ଟ୍ରଗାନର ୧୫୦ ତମ ବାର୍ଷିକ ଉତ୍ସବ ଅବସରରେ ‘ନମାମି ଭାରତ ବନ୍ଦେମାତରମ୍’ ସାମୂହିକ ଗାୟନ କାର୍ଯ୍ୟକ୍ରମ ଦିବା ୧୧:୦୦ ଘଟିକାରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ଉତ୍ସବରେ ପରିଚାଳନା ସମିତିର କର୍ମକର୍ତ୍ତାବୃନ୍ଦ, ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା, ସେବକ, ସେବିକା, ଅଭିଭାବକ ଓ ଅଭିଭାବିକା ଯୋଗ ଦେଇଥିଲେ। ଉପଦେଷ୍ଟା ଶ୍ରୀଯୁକ୍ତ ରାଜକିଶୋର ଶାସମଲ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଦିନ ୧୧:୦୦ ଘଟିକା ସମୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଥିଲା। ଆଚାର୍ଯ୍ୟା ଶ୍ରୀମତୀ ତ୍ରିପୁରା କୁମାରୀ ପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶ୍ରୀମତୀ ସୁନାରାଣୀ ପାଳ ଅତିଥ୍‌ଙ୍କ ପରିଚୟ ପ୍ରଦାନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ କାର୍ଯ୍ୟକ୍ରମର ଆଭିମୁଖ୍ୟ ପ୍ରଦାନ କରିଥିଲେ ଏବଂ ଆଚାର୍ଯ୍ୟ ଶ୍ରୀଯୁକ୍ତ ତାରିଣୀ ଚରଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ସମସ୍ତ ଗୁରୁଜୀ ଓ ଗୁରୁମା ସମ୍ପୂର୍ଣ୍ଣ ରୂପେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP