Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବିଶ୍ୱ ଫାର୍ମାସି ଦିବସ ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସହଯୋଗ ରେ ପାଳିତ |

26-Sep-2026

ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସହଯୋଗରେ ବିଶ୍ୱ ଫାର୍ମାସି ଦିବସ ପାଳିତ ।
ଓଡ଼ିଶା ଜନମତ,ଛତ୍ରପୁର, ତା.୨୬ /୯,

କେ.ସତ୍ୟନାରାୟଣ ରେଡ୍ଡୀ:-----
ଓଡିଶା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କର୍ମଚାରୀ ସଂଘ, ଏବଂ ରୋୟାଲ କଲେଜ ଅଫ ଫାର୍ମାସି ଓ ହେଲଥ ସାଇନ୍ସ,ବ୍ରହ୍ମପୁର ର ମିଳିତ ସହଯୋଗରେ ବ୍ରହ୍ମପୁର ରୋୟାଲ କଲେଜ ପରିସରରେ ବିଶ୍ୱ ଫାର୍ମାସି ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଏହି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଭାପତି ସତ୍ୟରଞ୍ଜନ ବେହେରା ଓ ରାଜ୍ୟ କୋଷାଧ୍ୟକ୍ଷ ପ୍ରଶାନ୍ତ କୁମାର ପରିଡାଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଗଲା । ଉକ୍ତ କାଯ୍ୟକ୍ରମକୁ ରୋୟାଲ ଫାର୍ମାସି କଲେଜର ଭାଇସ-ପ୍ରିନସିପାଲ୍  ଉମା ଶଙ୍କର ମିଶ୍ର ଓ ସମସ୍ତ ଅଫିସ ଷ୍ଟାଫ୍ଫ ସକ୍ରୀୟ ସହଯୋଗ କରିଥିଲେ ।ବୃକ୍ଷ ବନ୍ଧୁ ଫାର୍ମାସିଷ୍ଟ ବନମାଳୀ ପ୍ରଧାନ ଓ ସମାଜସେବୀ ମନୋଜ କୁମାର ମହାପାତ୍ର, ଫାର୍ମାସି ଅଫିସର ଚନ୍ଦନ କୁମାର ପାତ୍ର, ଶିବ ଶଙ୍କର ସ୍ୱାଇଁ, ସି. ଏଚ୍. ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ରହି ସହଯୋଗ କରିଥିଲେ ।।

News Comment

You Might Also Like

BACK TO TOP