Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ପୋଲସରା ରେ ରାଜଶ୍ରୀ ବଳାସୀ ସମାଜର ବୈଠକ ଅନୁଷ୍ଠିତ ||

27-Sep-2026

ପୋଲସରାରେ ରାଜଶ୍ରୀ ବଳାସି  ସମାଜର ବୈଠକ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,
ତା ୨୭-୯-୨୦୨୬ :- ----

ରାଜଶ୍ରୀ ବଳାସି ସମାଜ କେନ୍ଦ୍ର ପରିଚାଳନା  ପରିଷଦ, ପୋଲସରା ମଣ୍ଡଳ ପରିଷଦ, ଗ୍ରାମ ପରିଷଦ ଓ ମଣ୍ଡଳାଧିନ ଗ୍ରାମ ପରିଷଦର ସଭ୍ୟମାନଙ୍କୁ ନେଇ ଏକ ତ୍ରୀସ୍ତରୀୟ ସଭା ହୋଇଯାଇଛି। ପୋଲସରା  ମେଡିକାଲ ଛକ ସ୍ଥିତ ସମାଜର ଭାଗବତ ଟୁଙ୍ଗି ଠାରେ  କେନ୍ଦ୍ରୀୟ ସଭାପତି ଚନ୍ଦ୍ର ଶେଖର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ପାଦକ ଭଗବାନ ପ୍ରଧାନ, ଯୁଗ୍ମ ସମ୍ପାଦକ କାଳୁଚରଣ ସାହୁ, ସହ ସମ୍ପାଦକ ରାଧାମାଧବ ପ୍ରଧାନ ଓ ରାମଚନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖଙ୍କ ସମେତ ଦୀନବନ୍ଧୁ ସାହୁ, ରତ୍ନାକର ସାହୁ, ଡ. ସୁଶାନ୍ତ କୁମାର ସାହୁ, ସତ୍ୟବାଦୀ ସାହୁଙ୍କ ସମେତ ଅନେକ କର୍ମକର୍ତ୍ତାବୃନ୍ଦ ଯୋଗଦେଇଥିଲେ। ଏହି ଅବସରରେ ସମାଜର କଲ୍ୟାଣାର୍ଥେ ଏବଂ ସମାଜର ବିଭିନ୍ନ ସ°ଗଠନକୁ ନେଇ ବିସ୍ତାରପୂର୍ବକ ଆଲୋଚନା ହୋଇଥିଲା। ପ୍ରାରମ୍ଭରେ ପରିସର ସ୍ଥିତ କୁଳ ଇଷ୍ଠ ପ୍ରଭୂ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଭଜନ, ଜଣାଣ ସହିତ ଭୋଗ ଲାଗି କରାଯାଇଥିଲା। ଶେଷରେ କେନ୍ଦ୍ର ସଭ୍ୟ ତ୍ରିନାଥ ବେହେରୁକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP