Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବିଶ୍ୱ ପର୍ଯ୍ୟଟନ ଦିବସରେ ବ୍ରହ୍ମପୁର ରେ "ଓଡିଶା ପ୍ରେମୋ ରନ `

27-Sep-2026

ବିଶ୍ୱ ପର୍ଯ୍ୟଟନ ଦିବସରେ ବ୍ରହ୍ମପୁରରେ ‘ଓଡ଼ିଶା ପ୍ରୋମୋ ରନ୍’

ଓଡିଶା ଜନ ମତ, ହିଞ୍ଜିଳି, କୃଷ୍ଣ ଚନ୍ଦ୍ର ସାମନ୍ତରା |

ମହିଳା ବର୍ଗରେ ସାନିଆ ମଲ୍ଲିକ, ପୁରୁଷ ବର୍ଗରେ କାହ୍ନୁ ପ୍ରଧାନ ପ୍ରଥମ

ବ୍ରହ୍ମପୁର, ତା. ୨୭/୦୯: ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଓଡ଼ିଶା ତଥା ଗଞ୍ଜାମ ଜିଲ୍ଲାର ପର୍ଯ୍ୟଟନ ସମ୍ଭାବନା ଓ ପ୍ରାକୃତିକ ସୌନ୍ଦର୍ଯ୍ୟର ପ୍ରଚାର-ପ୍ରସାର ଉଦ୍ଦେଶ୍ୟରେ ବ୍ରହ୍ମପୁରରେ ‘ଓଡ଼ିଶା ପ୍ରୋମୋ ରନ୍’ ଆୟୋଜିତ ହୋଇଛି। 
‘ଓଡ଼ିଶା ପ୍ରୋମୋ ରନ୍’ରେ ମହିଳା ବର୍ଗରେ ସାନିଆ ମଲ୍ଲିକ,  ଅସୀମା ମଲ୍ଲିକ ଓ ଗୁଡଲି ମଲ୍ଲିକ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା ବେଳେ ପୁରୁଷ ବର୍ଗରେ କାହ୍ନୁ ପ୍ରଧାନ, ବଳରାମ ଗୌଡ଼ ଓ ଦୀପକ ଡାଙ୍ଗୁଆ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ହୋଇଥିଲେ। 
ଏହି ଅବସରରେ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟ ବର୍ଗରେ ରୁଦ୍ର ପରିଚ୍ଛା, ଶିବଶଙ୍କର ସାସମଲ ଓ ମଳୟ ରଞ୍ଜନ ମହାପାତ୍ର ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ହୋଇଥିବା ବେଳେ ଅନ୍ୟ ବର୍ଗରେ ଶିବ ପ୍ରସାଦ ମହାପାତ୍ର, ଡି. କାଜଲ ପାତ୍ର ଓ ରବି ଶଙ୍କର ପାଢ଼ୀ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ଯୋଗଦେଇ ଗଞ୍ଜାମର ସମୃଦ୍ଧ ପ୍ରାକୃତିକ, ଐତିହାସିକ ଓ ସାଂସ୍କୃତିକ ପର୍ଯ୍ୟଟନ ସମ୍ଭାବନାର ପ୍ରଚାର-ପ୍ରସାର ଉପରେ ଗୁରୁତ୍ୱ ଦେଇଥିଲେ। ମେୟର ସଂଘମିତ୍ରା ଦଳାଇ ଗଞ୍ଜାମର ପର୍ଯ୍ୟଟନସ୍ଥଳୀଗୁଡ଼ିକର ବ୍ୟାପକ ପ୍ରଚାର ସହ ଯୁବପିଢ଼ିଙ୍କୁ ପର୍ଯ୍ୟଟନ କ୍ଷେତ୍ର ସହ ଯୋଡ଼ିବା ପାଇଁ ଆହ୍ୱାନ ଦେଇଥିଲେ। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଗଞ୍ଜାମର ପର୍ଯ୍ୟଟନ ଐତିହ୍ୟ ଓ ଅପାର ସମ୍ଭାବନା ଉପରେ ଆଲୋକପାତ କରି ଏଭଳି ଆୟୋଜନ ମାଧ୍ୟମରେ ଯୁବପିଢ଼ିଙ୍କ ମଧ୍ୟରେ ପର୍ଯ୍ୟଟନ ପ୍ରତି ଆଗ୍ରହ ଓ ଅଂଶଗ୍ରହଣ ଆହୁରି ବୃଦ୍ଧି ପାଇବ ବୋଲି କହିଥିଲେ।
କାର୍ଯ୍ୟକ୍ରମରେ ଡେପୁଟି ମେୟର ଇ. ବିବେକ ରେଡ୍ଡୀ, ବ୍ରହ୍ମପୁର ସାଂସଦଙ୍କ ପ୍ରତିନିଧି ବାଳକୃଷ୍ଣ ସାମନ୍ତରାୟ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକାର, ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ବ୍ରହ୍ମପୁର ମହାନଗର ନିଗମ ଆୟୁକ୍ତ ଆକବରମ୍ ସସ୍ୟା ରେଡ୍ଡୀ, ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସମୀର କୁମାର ଜେନା ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଜନକ କୁମାର ତରାଇଙ୍କ ସମନ୍ୱୟରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିବା ବେଳେ ଶିବାନନ୍ଦ ବାରିକ ମଞ୍ଚ ସଂଯୋଜନା କରିଥିଲେ। ହାବିଲଦାର ସୀମାଞ୍ଚଳ ବାରିକ ପ୍ରମୁଖ ସହଯୋଗ କରିଥିଲେ।
ପୁରୀ କୋଷ୍ଟାଲ ମାରାଥନ ସହ ସମନ୍ୱୟରେ ଆୟୋଜିତ ଏହି ୫ କିଲୋମିଟର ଦୌଡ଼ରେ ୭୫୦ରୁ ଊର୍ଦ୍ଧ୍ବ ପ୍ରତିଯୋଗୀ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। 

News Comment

You Might Also Like

BACK TO TOP