Breaking News

ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||     

ପୁଲିସ ଇନସପେକ୍ଟର ଙ୍କ ଗିରଫ ସହ ତାଙ୍କ ଗାଡ଼ିରୁ ଜବତ ହେଲା 3କେଜିରୁ ଉର୍ଦ୍ଧ ହିରୋଉନ |

27-Sep-2026

ହେରୋଇନ3କେଜି ସହ ପୁଲିସ ଇନ୍ସପେକ୍ଟର ଗିରଫ |
ଓଡିଶା ଜନ ମତ ବ୍ୟୁରୋ,

ପଞ୍ଜାବ ପୁଲିସର ଗୁଇନ୍ଦା ବିଭାଗରେ ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବଳଦେବ ସିଂହଙ୍କ ନିକଟରୁ ୩ କେଜି ୩୫ ଗ୍ରାମ ହେରୋଇନ୍‌ ସହ ୬ଟି ବନ୍ଧୁକ ଜବତ ହେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଫିରୋଜପୁର ଏସ୍‌ଏସ୍‌ପି ଭୂପିନ୍ଦର ସିଂହ ସିଧୁଙ୍କ ସୂଚନାନୁଯାୟୀ ବଳଦେବ ନିଶା କାରବାରରେ ସଂଶ୍ଲିଷ୍ଟ ଥିବା ନେଇ ଅଭିଯୋଗ ହୋଇଥିବାରୁ ତାଙ୍କ ଉପରେ ପୁଲିସ ନଜର ରଖିଥିଲା। ସେ ଶୁକ୍ରବାର ବିଳମ୍ବିତ ରାତିରେ ବ୍ୟକ୍ତିଗତ କାର୍‌ରେ ଯାଉଥିବା ବେଳେ ଫିରୋଜଶାହା ଟୋଲ
​‌ଗେଟ୍‌ ନିକଟରେ ତାଙ୍କୁ ଅକଟାଇ ଯାଞ୍ଚ କରିବାରୁ କାର୍‌ରୁ ୩ କେଜି ହେରୋଇନ ସହ ୬ଟି ବନ୍ଧୁକ ଓ ୬ଟି ମୋବାଇଲ ଜବତ କରାଯାଇଥିଲା। ତାଙ୍କୁ ଗିରଫ କରାଯିବା ସହ ଘାଲ ଖୁର୍ଦ ଥାନାରେ ଏନ୍‌ଡିପିଏସ୍‌ ଓ ଆର୍ମସ୍‌ ଆକ୍ଟ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ନିଶା ଓ ବେଆଇନ ଅସ୍ତ୍ରଶସ୍ତ୍ର କାରବାରରେ ବଳଦେବଙ୍କ ସହଯୋଗୀ କିଏ ସେ ନେଇ ପୁଲିସ ତଦନ୍ତ କରୁଛି।

News Comment

You Might Also Like

BACK TO TOP