Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ମହାନଦୀ ରେ ବନ୍ୟା ପାଇଁ ଧବଳେଶ୍ୱର ପୀଠରେ 163ଧାରା ଜାରି କଲା ପ୍ରଶାସନ ||

28-Sep-2026

ବନ୍ୟା ପରିସ୍ଥିତି ନିମନ୍ତେ ୨୯ ତାରିଖ ସନ୍ଧ୍ୟା ଯାଏଁ  ଧବଳେଶ୍ୱରପୀଠରେ 163 ଧାରା ଜାରି ଓ ଭକ୍ତ ଙ୍କ ନିମନ୍ତେ କଟକଣା  |

ଓଡିଶା ଜନ ମତ ବ୍ୟୁରୋ,

ମହାନଦୀ ରେ ପ୍ରବଳ ବନ୍ୟା  ପାଣି ଆସିଥିବାରୁ ସେଥିପାଇଁ ଭକ୍ତଙ୍କ ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକର ଧବଳେଶ୍ୱର ପୀଠରେ ୧୬୩ ଧାରା ଜାରି ହୋଇଛି। ଆସନ୍ତା ୨୯ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ଏହି ସମୟରେ ଶ୍ରଦ୍ଧାଳୁଙ୍କ ପୀଠକୁ ଯାଇ ଦର୍ଶନ କରିବା ଉପରେ କଟକଣା ଲଗାଯାଇଛି  |ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ଲାଗୁ ହୋଇଛି ୧୬୩ ଧାରା । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ଆସନ୍ତା ୨୯ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ବନ୍ୟାଜଳ ବୃଦ୍ଧି ଏବଂ ପୀଠକୁ ଯାତାୟାତରେ ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଧବଳେଶ୍ୱର ପୀଠକୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଉପରେ କଟକଣା ଲଗାଯାଇଛି। 
ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ପ୍ରଶାସନ ଏହି ପଦକ୍ଷେପ ନେଇଛି । ବନ୍ୟା ପରିସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଧବଳେଶ୍ୱର ପୀଠକୁ ନଯିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। ଜଳସ୍ତର ଏବଂ ପରିସ୍ଥିତିର ସମୀକ୍ଷା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ବନ୍ୟା ସମୟରେ ନଦୀ ଓ ଜଳପଥରେ ଯାତାୟାତ ବିପଦପୂର୍ଣ୍ଣ ହୋଇପାରେ। ତେଣୁ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଆଗରେ ରଖି ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ତେବେ ଜଲସ୍ତାର ହ୍ରାସ ପରେ ବିଚାର କରି ଭକ୍ତଙ୍କ ନିମନ୍ତେ ଧବଳେଶ୍ୱର ଙ୍କ ଦର୍ଶନ ପାଇଁ ଅନୁମତି ଦିଆଯିବ ବୋଲି ପ୍ରଶାସନିକ ଅଧିକାରୀ ଜଣାଇ ଛନ୍ତି  |

News Comment

You Might Also Like

BACK TO TOP