Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ତାଳସର ଠାରେ ପଞ୍ଚାୟତ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ |

28-Sep-2026

ତାଳସର ଠାରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ l

ଓଡିଶା ଜନମତ, ବେଗୁନିଆପଡା : 28/09/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତ ପରିସରରେ ସୋମବାର ଦିନ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି l ସରପଞ୍ଚ ମୁକୁନ୍ଦ ମାଧବ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଡ଼ିଓ ସୁନୀଲ କୁମାର ସାମନ୍ତ, କୋଦଳା ତହସିଲଦାର ବିନ୍ଦୁ ବଳୟ ରାଉତରାୟ,ସହକାରୀ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ଜେନା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଜୟ ଦାସ, ପୁଲିସ ଏସଆଇ ଜ୍ୟୋତି ରଞ୍ଜନ ସାହୁ ଅତିରିକ୍ତ କୃଷି ଅଧିକାରୀ ସୁଶ୍ରୀ ସ୍ଵାଗତିକା ଦେବୀ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ l ଉକ୍ତ ଜନଶୁଣାଣୀରେ 2 ଗୋଟି ଭତ୍ତା ଏବଂ ଗୋଟିଏ ରାସନ କାର୍ଡର ଅଭିଯୋଗ ହୋଇଥିଲା l

News Comment

You Might Also Like

BACK TO TOP