Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ରୋଲାଣ୍ଡ ଫାର୍ମାସିର ଛାତ୍ର, ଛାତ୍ରୀ ଜାତୀୟ ସ୍ତରରେ ନାଁ ଅର୍ଜନ କରି ରାଜ୍ୟର ନାଁ ରଖିଲେ |

28-Sep-2026

ଜାତୀୟ ସ୍ତରରେ ଚମକିଲେ ରୋଲାଣ୍ଡ ଫାର୍ମାସୀର ଛାତ୍ରଛାତ୍ରୀ |

ଓଡିଶା ଜନ ମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ :----

ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ଗତ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଅନୁଷ୍ଠିତ ହୋଇ ଯାଇଥିବା ୧୩ ତମ ଫାର୍ମା ଭିଜନ ଜାତୀୟ ସମ୍ମିଳନୀରେ ରୋଲାଣ୍ଡ ଫାର୍ମାସୀ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ଅନୁଷ୍ଠାନ ପାଇଁ ଗୌରବ ଆଣିଛନ୍ତି । ଏହି କାର୍ଯ୍ୟକ୍ରମରେ ଛାତ୍ରୀ ରେଶମା ରାଣୀ ଶତପଥୀ ମଡେଲ ନିର୍ମାଣ ପ୍ରତିଯୋଗିତାରେ ପ୍ରଥମ ପୁରସ୍କାର ହାସଲ କରିଥିବାବେଳେ ସ୍ନେହା ଗୌଡ଼ ଓ ଦେବାଶିଷ ପାଣି ପୋଷ୍ଟର ପ୍ରଦର୍ଶନ ପ୍ରତିଯୋଗିତାରେ ଦ୍ୱିତୀୟ ପୁରସ୍କାର ହାସଲ କରିଛନ୍ତି । ଜାତୀୟସ୍ତରର ଏହି ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନଙ୍କର ଏହି ସଫଳତା ତାଙ୍କର ପ୍ରତିଭା, ସୃଜନଶୀଳତା, ପରିଶ୍ରମ ଓ ନିଷ୍ଠାର ପ୍ରତିଫଳନ ବୋଲି ମହାବିଦ୍ୟାଳୟ ପକ୍ଷରୁ କୁହାଯାଇଛି । ଏହି ଗୌରବମୟ ସଫଳତା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପକ-ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ବିଜୟୀ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତର କାମନା କରିଛନ୍ତି ।

News Comment

You Might Also Like

BACK TO TOP