Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଚିକିଟି ରେ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ |

28-Sep-2026

ଚିକିଟିରେ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣିରେ
ହିତାଧିକାରୀଙ୍କୁ ସରକାରୀ ଯୋଜନାର ସୁଫଳ ପ୍ରଦାନ ।।*

ଓଡ଼ିଶା ଜନମତ, ଛତ୍ରପୁର,ତା. ୨୮/୦୯ 

କେ.ସତ୍ୟନାରାୟଣ ରେଡ୍ଡୀ?:----

ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଏବଂ ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ଅଭିନବ ସୋନକରଙ୍କ ପ୍ରତ୍ୟକ୍ଷ ଉପସ୍ଥିତିରେ ଆଜି ଚିକିଟି ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।
   ଶିବିରରେ ମୋଟ ୧୧୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୦୧ଟି ବ୍ୟକ୍ତିଗତ ସମସ୍ୟା ଏବଂ ୧୫ଟି ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଥିଲା। ଏଥିସହ ରେଡକ୍ରସ ସହାୟତା ପାଇଁ ୨ଟି ଆବେଦନ ଗ୍ରହଣ କରାଯାଇଥିଲା। ଶିବିରରେ ୨୦ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।
    ଅଭିଯୋଗ ଶୁଣାଣି ଅବସରରେ ବିଭିନ୍ନ ବିଭାଗ ପକ୍ଷରୁ ଯୋଗ୍ୟ ହିତାଧିକାରୀଙ୍କୁ ସରକାରୀ ଯୋଜନାର ସୁଫଳ ପ୍ରଦାନ କରାଯାଇଥିଲା। ମହାକାଳୀ ସ୍ୱୟଂ ସହାୟକ ଗୋଷ୍ଠୀକୁ ବିହନ ଅର୍ଥ ଓ ଆବର୍ତ୍ତୀ ପାଣ୍ଠି ବାବଦରେ ୨୫,୦୦୦ ଟଙ୍କା, ୬ ଜଣଙ୍କୁ ନିର୍ମାଣ ଶ୍ରମିକ କାର୍ଡ, ୧୦ ଜଣଙ୍କୁ ରାସନ କାର୍ଡ ଏବଂ ୩ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ଭାରତ–ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା କାର୍ଡ ପ୍ରଦାନ କରାଯାଇଥିଲା।
   ଓଡ଼ିଶା ଜୀବିକା ମିଶନ ପକ୍ଷରୁ ୩ ଜଣଙ୍କୁ ଲକ୍ଷପତି ଦିଦି ଋଣ ମଞ୍ଜୁର କରାଯାଇଥିଲା। ମତ୍ସ୍ୟ ବିଭାଗ ପକ୍ଷରୁ ଜଣେ ହିତାଧିକାରୀଙ୍କୁ ବାୟୋଫ୍ଲକ୍ ଏବଂ ଜଣେ ହିତାଧିକାରୀଙ୍କୁ ମତ୍ସ୍ୟ ପୋଖରୀ ଯୋଜନାର ସୁଫଳ ପ୍ରଦାନ କରାଯାଇଥିଲା। ପଶୁ ସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ଜୀବିକାଭିତ୍ତିକ ଯୋଜନାରେ ୨ ଜଣଙ୍କୁ ସହାୟତା ପ୍ରଦାନ କରାଯାଇଥିଲା। ଉଦ୍ୟାନ କୃଷି ବିଭାଗ ପକ୍ଷରୁ ଆମ୍ବ ଚାଷ ପାଇଁ ୨ ଜଣ ହିତାଧିକାରୀଙ୍କୁ ସବ୍‌ସିଡି ପ୍ରଦାନ କରାଯାଇଥିଲା।
    ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଭିବି-ଜି ରାମ ଜି ଯୋଜନା ଅଧୀନରେ ୩ ଜଣଙ୍କୁ ନୂତନ ଜବ୍‌ କାର୍ଡ ପ୍ରଦାନ କରାଯାଇଥିବାବେଳେ ୪ ଜଣ ହିତାଧିକାରୀଙ୍କୁ ନୂତନ ପେନ୍‌ସନ ପ୍ରଦାନ କରାଯାଇଥିଲା। ସମବାୟ ବିଭାଗ ପକ୍ଷରୁ ପ୍ୟାକ୍ସକୁ ୫ଟି ଆରଓଆର ଏବଂ ରାଜସ୍ୱ ବିଭାଗ ପକ୍ଷରୁ ୧ଟି ଗ୍ରାମକଣ୍ଠ ଆରଓଆର ପ୍ରଦାନ କରାଯାଇଥିଲା।
   ଏଥିସହ ରେଡକ୍ରସ ପାଣ୍ଠିରୁ ୨ ଜଣ ହିତାଧିକାରୀଙ୍କୁ ମୋଟ ୧୦,୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା। ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ସମୟବଦ୍ଧ ସମାଧାନ ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ ।
  ଶୁଣାଣିରେ ଜିଲ୍ଲା ଓ ସ୍ଥାନୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।।

News Comment

You Might Also Like

BACK TO TOP