Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଜ୍ଞାନେଶ କୁମାରଙ୍କୁ ତୁରନ୍ତ ଗିରଫ ଓ ବହିଷ୍କାର ଦାବିରେ କଂଗ୍ରେସ ପୂର୍ବ ସଭାପତି ଓ ଉପ ସଭାପତି ଙ୍କୁ ସ୍ମାରକ ପତ୍ର ପ୍ରଦାନ |

28-Sep-2026

ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଓ ତୁରନ୍ତ ଗିରଫ୍ ଦାବୀ ନେଇ ସ୍ମାରକପତ୍ର ।
ଓଡ଼ିଶା ଜନମତ,ଛତ୍ରପୁର, ତା.୨୯ / ୯,

କେ.ସତ୍ୟନାରାୟଣ ରେଡ୍ଡୀ:------
ଜ୍ଞାନେଶ କୁମାରଙ୍କୁ ତୁରନ୍ତ ବହିଷ୍କାର, ମହାଭିଯୋଗ ପ୍ରକ୍ରିୟା ଆରମ୍ଭ କରିବା, ଅପରାଧିକ ଭାବେ ତାଙ୍କୁ ଗିରଫଦାରୀ ଦାବୀରେ ସୋମବାର ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଜିଲ୍ଲା ସଭାପତି ରଶ୍ମୀ ରଞ୍ଜନ ପଟ୍ଟନାୟକ ଏବଂ ଜିଲ୍ଲା ଉପ-ସଭାପତି ଅଶୋକ କୁମାର ପଟ୍ଟନାୟକ ଙ୍କ ନେତ୍ତୃତ୍ଵରେ ଏକ ବିରାଟ ସମାବେଶରେ ରାଲି ବାହାରି ସହର ପରିକ୍ରମା କରିଥିଲା । ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଜ୍ଞାନେଶ କୁମାରଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି ।
ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟଳୟ ରେ ଭାରପ୍ରାପ୍ତ ଜିଲ୍ଲାପାଳ ଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରାଯାଇଛି ।
ପ୍ରକାଶ ଥାଉକି, ନିର୍ବାଚନୀ ଡାଟାବେସର ପଦ୍ଧତିଗତ ବିପର୍ଯ୍ୟସ୍ତତା ଏବଂ ସାଂଗଠନିକ ବିଫଳତା ପାଇଁ ମୁଖ୍ୟ ନିର୍ବାଚନ କମିଶନର (CEC) ଶ୍ରୀ ଜ୍ଞାନେଶ କୁମାରଙ୍କୁ କଂଗ୍ରେସ୍ ଦାୟୀ କରିଛି । ତେବେ ତୁରନ୍ତ ତାଙ୍କୁ ବହିଷ୍କାର, ମହାଭିଯୋଗ ପ୍ରକ୍ରିୟା ଆରମ୍ଭ କରାଯାଇ ଅପରାଧିକ ମାମଲାରେ ଜ୍ଞାନେଶ କୁମାରଙ୍କୁ ଗିରଫ କରିବା ଦାବି କରି ମହାମାନ୍ୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କ ଉଦ୍ଦେଶ୍ୟରେ ଏହି ସ୍ମାରକପତ୍ର ପ୍ରଦାନ କରାଯାଇଛି ।
ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ୍ ର ପୂର୍ବତନ ବିଧାୟକ ତ୍ରିନାଥ ବେହେରା, ପୂର୍ବତନ ମନ୍ତ୍ରୀ ରାଘବ ପରିଡ଼ା, ଚିକିଟି ବିଧାୟକ ପ୍ରାର୍ଥୀ  ରବିନ୍ଦ୍ର ଦ୍ୟାନସାମନ୍ତରାୟ, ଦିଗପହଣ୍ଡି ଏନ.ଏ.ସି. ଅଧ୍ୟକ୍ଷ  ପ୍ରଫୁଲ୍ଲ ଚନ୍ଦ୍ର ପଣ୍ଡା, ଉପସଭାପତି ବୃନ୍ଦାବନ ଖଟେଇ, ଓଡ଼ିଶା ପ୍ରଦେଶ କଂଗ୍ରେସ ସମବାୟ ଅଧ୍ୟକ୍ଷ  ଅମୀୟ ପଟ୍ଟନାୟକ, ପଦ୍ମ ଚରଣ ସାହୁ, ପ୍ରବୀର ସାବତ, ଉପସଭାପତି ସତ୍ୟନାରାୟଣ ପଣ୍ଡା, ମହିଳା ନେତ୍ରୀ ସୁବାସିନୀ ପଟ୍ଟନାୟକ, ସିଦ୍ଧାନ୍ତ ସାହୁ, ଯୁବନେତା ଅସିତ୍ ଦଳେଇ ପ୍ରମୁଖ ବହୁ ଗଣ୍ୟମାନ୍ୟ ନେତ୍ତୃବର୍ଗ ଯୋଗଦେଇ ରାଜ୍ଯ ଓ କେନ୍ଦ୍ର ସରକାର ଙ୍କୁ କଟୁ ସମାଲୋଚନା କରିଥିଲେ ।।

News Comment

You Might Also Like

BACK TO TOP