Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||

30-Sep-2026

ଖୋରଧା କେନ୍ଦ୍ର ସମବାୟ ବ୍ୟାଙ୍କ ର ୧୧୦ ତମ ବାର୍ଷିକ ସାଧାରଣ ସଭା::ସମସ୍ତ ଙ୍କ ସହଯୋଗରେ ବ୍ୟାଙ୍କ ର ବ୍ୟବସାୟ ଦ୍ରୁତ ଅଭିବୃଦ୍ଧି ହେଉଛି -ସଭାପତି -ଅଭିଷେକ ସିଂହ ସାମନ୍ତ 
ଓଡିଶା ଜନ ମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ଖୋରଧା (ନିପ୍ର ) ଆଜି ସ୍ଥାନୀୟ ଜୟୀ ରାଜଗୁରୁ ଟାଉନ ହଲ ଠାରେ ଖୋରଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110 ତମ ବାର୍ଷିକ ସାଧାରଣ ସଭା ବ୍ୟାଙ୍କ ର ସଭାପତି  ଅଭିଷେକ ସିଂହ ସାମନ୍ତ ଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ହୋଇଯାଇଛି । ସଭା କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜଳନ ପରେ ବ୍ୟାଙ୍କ ର ପ୍ରତିଷ୍ଠାତା ସ୍ଵର୍ଗତ ରାୟ ସାହେବ ସତୀଶ ଚନ୍ଦ୍ର ଚକ୍ରବର୍ତ୍ତୀ ଓ ଓଡିଶା ସମବାୟ ଆନ୍ଦୋଳନର ପୁରୋଧା ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇ ବନ୍ଦେ ମାତରଂ ଓ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା । ଏହି ସଭାରେ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ ଖୋର୍ଦ୍ଧା ଶ୍ରୀ ଭାଗମତ ମାରାଣ୍ଡି ନିଜର ବକ୍ତବ୍ୟ ମାଧ୍ୟମରେ ସମସ୍ତ ସମିତି କର୍ମଚାରୀ ମାନଙ୍କ ସହଯୋଗରେ ସମବାୟ କୁ ଅଗ୍ରସର କରି ଓଡିଶା ସରକାରଙ୍କ ଦ୍ବାରା ଆରମ୍ଭ କରାଯାଇଥିବା "ସମ୍ବନ୍ଧ" କାର୍ଯ୍ୟକ୍ରମ ଦ୍ବାରା ସମିତି ସ୍ତରରେ ସଭ୍ୟ ସଂଗ୍ରହ ଅଭିଯାନ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରାଇଥିଲେ । ବ୍ୟାଙ୍କ ର ସଭାପତି ଶ୍ରୀଯୁକ୍ତ ସିଂହ ସାମନ୍ତ ବ୍ୟାଙ୍କ ରେ କରାଯାଇଥିବା ବିଭିନ୍ନ ଉନୟନ ମୂଳକ କାମ ର ଚିଠା ଉପସ୍ଥାପନ କରିଥିଲେ ଓ ପରିଚାଳନା ପରିଷଦର ନିଷ୍ପତ୍ତି ଅନୁସାରେ ଏହି ୫ ବର୍ଷ ଭିତରେ ବ୍ୟାଙ୍କର ବ୍ୟବସାୟ ର ଦ୍ରୁତତମ ଅଭିବୃଦ୍ଧି ର ଏକ ତୁଳନାତ୍ମକ ଚିଠା ଉପସ୍ଥାପନ କରିଥିଲେ । ବାକି ରହିଯାଇଥିବା କାମ କୁ ଅତି ଶୀଘ୍ର ସମାପନ କରାଯିବାପାଇଁ ପ୍ରତିଶୃତି ପ୍ରଦାନ କରିଥିଲେ । ବ୍ୟାଙ୍କ ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସାରଥୀ ଶତପଥୀ ୨୦୨୫ -୨୬ ଆର୍ଥିକ ବର୍ଷର ବାର୍ଷିକ ବିବରଣୀ ପଠନ କରିଥିଲେ । ବ୍ୟାଙ୍କର ଏ ଜି ମ ଶ୍ରୀ ସନ୍ଦୀପ ପଟ୍ଟନାୟକ ବ୍ୟାଙ୍କର ଅଗ୍ରଗତି ଉଦ୍ଦେଶ୍ୟରେ ସମସ୍ତଙ୍କ ସାହାଯ୍ୟ ଲୋଡ଼ିଥିଲେ । ବ୍ୟାଙ୍କ ସହିତ ଅନୁବନ୍ଧିତ ସମିତି ର ସଭାପତି/ପ୍ରତିନିଧି  ଏବଂ ସମ୍ପାଦକ  ଯୋଗ ଦେଇଥିଲା ବେଳେ  ନିର୍ଦ୍ଦେଶକ ସୁଧାଂଶୁ ଶେଖର ବଡ଼ଜେନା, ପ୍ରକାଶ ରାଉତରାୟ ଓ ବିପିନ ବିହାରୀ ପାତ୍ର ନିଜର ସୁଚିନ୍ତିତ  ବକ୍ତବ୍ୟ ରଖିଥିଲେ । ଶେଷରେ  ଉପସଭାପତି ଶ୍ରୀମତୀ ଜୟଶ୍ରୀ ଗଡ଼ନାୟକ ସଭା ରେ ଉପସ୍ଥିତ ସମସ୍ତ ବ୍ୟାଙ୍କର ଅଂଶୀଦାର ମାନଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲା ବେଳେ  ଜ୍ୟୋତିରଞ୍ଜନ ରାଉତରାୟ ସଭା ପରିଚାଳନା କରିଥିଲେ ।

News Comment

You Might Also Like

BACK TO TOP