Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |

30-Sep-2026

ବିଶ୍ୱବନ୍ଦନୀୟା ମା’ତାରାତାରିଣୀ ପୀଠରେ ଷୋଡଶ ଦିନାତ୍ମକ ପୂଜା ନେଇ ଟ୍ରଷ୍ଟ ବୋର୍ଡ ବୈଠକ !
ଓଡ଼ିଶା ଜନମତ, ଛତ୍ରପୁର ତା. ୩୦/ ୯ (କେ.ସତ୍ୟନାରାୟଣ ରେଡ୍ଡୀ)
ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ତଥା ବିଶ୍ୱବନ୍ଦନୀୟା ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତାମାସ ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ଦିନାତ୍ମକ ପୂଜା ପର୍ବକୁ ସୁଚାରୁରୂପେ ସମ୍ପନ୍ନ କରିବା ନେଇ ଟ୍ରଷ୍ଟ ବୋର୍ଡ ପରିଚାଳନା କମିଟିର ବୈଠକ ସ୍ଥାନୀୟ ସଦଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ତଥା ଟ୍ରଷ୍ଟ ବୋର୍ଡ ଅଧ୍ୟକ୍ଷ ଭି. କୀର୍ତ୍ତି ଭାସନ ବୈଠକରେ ଅଧ୍ୟକ୍ଷତା କରିଥିଲେ।
ଷୋଡଶ ଦିନାତ୍ମକ ପୂଜା ସମ୍ଭାର ସମୟରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା, ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ସହ ସମସ୍ତ ଆବଶ୍ୟକ ବ୍ୟବସ୍ଥାର ସୁପରିଚାଳନା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ। ଭକ୍ତଙ୍କ ସୁବିଧା ପାଇଁ ଯାତାୟାତ ଓ ବସ୍‌ ବ୍ୟବସ୍ଥା, ପାନୀୟ ଜଳ, ଶୌଚାଳୟ, ପାର୍କିଂ ଏବଂ ସୁରକ୍ଷା ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
       ମନ୍ଦିରର ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜା ସମ୍ପନ୍ନ କରିବା ଓ ଗର୍ଭଗୃହରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପକ୍ଷରୁ ଉତ୍ତମମାନର ଘିଅ ଦୀପ ବ୍ୟବହାର ଉପରେ ଆଲୋଚନା ହୋଇଥିଲା ।
    ବୈଠକରେ ମନ୍ଦିର ଜମିଜମା, ନୂତନ ପ୍ରବେଶ ଦ୍ୱାର, ସୁନା ଅଳଙ୍କାରର ବ୍ୟବସ୍ଥିକରଣ, ନୂଆ ପାର୍କିଂ, ଚୈତ୍ର ମେଳାର ଆୟବ୍ୟୟ, ପ୍ରସାଦ ବିକ୍ରିର ସୁପରିଚାଳନା, କର୍ମଚାରୀ ଓ ସେବାୟତମାନଙ୍କ ସୁବିଧା ଏବଂ ସେବାୟତ ପଞ୍ଜୀକରଣ ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା।
ପୂଜା ଓ ମେଳା ସମୟରେ ଭକ୍ତଙ୍କ ସ୍ୱାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଖାଦ୍ୟର ମାନ ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ଜନସମାଗମ ସମୟରେ ରଙ୍ଗ ମିଶ୍ରିତ ଓ ଅସ୍ୱାସ୍ଥ୍ୟକର ଖାଦ୍ୟ ବିକ୍ରି ଅଭିଯୋଗ ଆସୁଥିବାରୁ ଏଭଳି ଖାଦ୍ୟ ବିକ୍ରିରୁ ବ୍ୟବସାୟୀମାନଙ୍କୁ ନିବୃତ୍ତ ରଖିବା ସହ ଆବଶ୍ୟକ ଯାଞ୍ଚ ଓ ସଚେତନତାମୂଳକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
   ବୈଠକରେ ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା, ଟ୍ରଷ୍ଟ ବୋର୍ଡ ସଦସ୍ୟ ପ୍ରମୋଦ ପଣ୍ଡା, ଅଧିକ୍ଷଣ ଯନ୍ତ୍ରୀ ସନ୍ଦୀପ ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ, ଏସ୍‌ଡିଓ ସୁରେଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।।

News Comment

You Might Also Like

BACK TO TOP